ହସ୍ପିଟାଲରୁ ଫେରିଲେ ନେତାନ୍ୟାହୁ…

ଜେରୁଜେଲମ୍‌,୧୭।୭ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଡାକ୍ତରମାନେ ଡାକ୍ତରଖାନାରୁ ଡିସଚାର୍ଜ କରିଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ମୁଣ୍ଡ ବୁଲାଇବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପରୀକ୍ଷା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।

ସୂଚନାନୁସାରେ, ୭୩ ବର୍ଷିୟ ନେତାନ୍ୟାହୁଙ୍କୁ ସାମାନ୍ୟ ମୁଣ୍ଡ ବୁଲାଇବା ପରେ ଶନିବାର ଶିବା ମେଡିକାଲକୁ ନିଆଯାଇଥିଲା। ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ କାର୍ଯ୍ୟାଳୟ କହିଛି ପରୀକ୍ଷା ପରେ ତାଙ୍କୁ ଡାକ୍ତରଖାନାରୁ ମୁକ୍ତ କରାଯାଇଛି। ପୂର୍ବରୁ କାର୍ଯ୍ୟାଳୟ କହିଥିଲା ପରୀକ୍ଷା ରିପୋର୍ଟ ସ୍ବାଭାବିକ ଏବଂ ନେତାନ୍ୟାହୁ ସୁସ୍ଥ ଅନୁଭବ କରୁଛନ୍ତି।

ଏଥି ସହିତ ଶିବା ମେଡିକାଲ କେନ୍ଦ୍ର କହିଛି ହୃଦୟ ଏବଂ ବିପି ସମେତ ବିଭିନ୍ନ ପରୀକ୍ଷା ପରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ସ୍ବାସ୍ଥ୍ୟ ଭଲ ଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ ଡିସଚାର୍ଜ ହେବା ପରେ ତାଙ୍କ ଡାକ୍ତରୀ ଦଳ ତାଙ୍କର ଯତ୍ନ ନେବେ ବୋଲି ଡାକ୍ତରଖାନା କହିଛି।

ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ କାର୍ଯ୍ୟାଳୟ କହିଛି ସେ ଉତ୍ତର ଇସ୍ରାଏଲର ଏକ ପର୍ଯ୍ୟଟନ ସ୍ଥଳୀ ‘ଗାଲିଲୀ ସାଗରରେ’ ସେ ଅବସର ସମୟ ବିତାଉ ଥିଲେ। ଏହି ସ୍ଥାନରେ ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ ସେଲସିୟସରେ ପହଞ୍ଚିଥିଲା। ଏହି କାରଣରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଶରୀରରେ ଜଳ ଅଭାବ ଦେଖାଦେଇଥିଲା। ତାଙ୍କର ମୁଣ୍ଡ ବୁଲାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri