ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ ନେତାନ୍ୟାହୁ ଆମେରିକାର ଲୋକଙ୍କ ଉପରେ ରାଗିଛନ୍ତି। ଆମେରିକାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଯାହା ଘଟୁଛି ତାହା ଅତ୍ୟନ୍ତ ଭୟଙ୍କର ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ କହିଛନ୍ତି। ଆମେରିକାର ବିଶ୍ୱବିଦ୍ୟାଳୟରେ ପାଲେଷ୍ଟାଇନକୁ ସମର୍ଥନ କରି ଚାଲିଥିବା ପ୍ରଦର୍ଶନକୁ ନେତାନ୍ୟାହୁ ଦୃଢ ନିନ୍ଦା କରିଛନ୍ତି। ନେତାନ୍ୟାହୁ କହିଛନ୍ତି, ଆଜି ଆମେରିକାରେ ଯାହା ଘଟୁଛି ତାହା ୧୯୩୦ ଦଶକରେ ହିଟଲର ଶାସନ ସମୟରେ ଜର୍ମାନ ବିଶ୍ୱବିଦ୍ୟାଳୟଗୁଡ଼ିକୁ ମନେ ପକାଇଥାଏ। ଆମ ମୃତ୍ୟୁ ପାଇଁ ସେଠାରେ ସ୍ଲୋଗାନ ଦିଆଯାଉଛି। ଅନ୍ୟପକ୍ଷରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବିବୃତ୍ତିରୁ ନିଜକୁ ଦୂରେଇ ରଖିଛନ୍ତି।
ଏକ ଭିଡିଓ ରିଲିଜ କରି ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି, ଆମେରିକାରେ ‘ଯିହୁଦୀ ବିରୋଧୀ ଭାବନା’ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଏବଂ ଏହାକୁ ସଂଶୋଧନ କରିବା ପାଇଁ ଅନେକ କାର୍ଯ୍ୟ କରିବା ଆବଶ୍ୟକ। ନେତାନ୍ୟାହୁ କହିଛନ୍ତି, ଆଜି ଆମେରିକାର କଲେଜଗୁଡ଼ିକରେ ଯାହା ଘଟୁଛି ତାହା ଭୟଙ୍କର ଅଟେ। ଇହୁଦୀ ବିରୋଧୀମାନେ ଆମେରିକାର ଗୁରୁତ୍ୱପୂର୍ଣ୍ଣ ବିଶ୍ୱବିଦ୍ୟାଳୟଗୁଡ଼ିକୁ କବ୍‌ଜା କରିଛନ୍ତି। ସେମାନେ ଇସ୍ରାଏଲର ବିନାଶ ବିଷୟରେ କହୁଛନ୍ତି। ସେଠାରେ ଇସ୍ରାଏଲର ଛାତ୍ରମାନଙ୍କୁ ହତ୍ୟା କରାଯାଉଛି।
ଗାଜାରେ ହମାସ ଆତଙ୍କବାଦୀଙ୍କ ବିରୋଧରେ ଇସ୍ରାଏଲ ସେନା ଦ୍ୱାରା ପରିଚାଳିତ ଏହି ଅଭିଯାନ ଆମେରିକାର କଲମ୍ବିଆ, ହାର୍ଭାର୍ଡ, ୟେଲ ଏବଂ ନ୍ୟୁୟର୍କ ବିଶ୍ୱବିଦ୍ୟାଳୟରେ ବିରୋଧ କରାଯାଇଛି। ଏହି ବଡ ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ ବିରୋଧରେ କ୍ରମାଗତ ପ୍ରଦର୍ଶନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri