ହମାସ ନେତାଙ୍କୁ ଖୋଜି ଖୋଜି ମାରିବାକୁ ନିର୍ଦ୍ଦେଶ ଦେଲେ ବେଞ୍ଜାମିନ ନେତାନ୍ୟାହୁ

ନୂଆଦିଲ୍ଲୀ,୨।୧୨: ଇସ୍ରାଏଲ-ହାମାସ ଯୁଦ୍ଧର ଦୁଇ ମାସ ପାଖେଇ ଆସୁଥିବା ବେଳେ ଦେଶର ଗୁଇନ୍ଦା ସଂସ୍ଥାଙ୍କୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ଅନ୍ତର୍ଜାତୀୟ ଚାପରେ ଯୁଦ୍ଧରେ ବିରାମ ଲାଗିଥିବା ବେଳେ କେବଳ ଗାଜା ଷ୍ଟ୍ରିପ୍ ସମେତ ସମଗ୍ର ବିଶ୍ୱରେ ହମାସ୍ ନେତାମାନଙ୍କୁ ଖୋଜି ଖୋଜି ମାରିବାକୁ ଦେଶର ପ୍ରମୁଖ ଗୁପ୍ତଚର ଏଜେନ୍ସିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ନେତାନ୍ୟାହୁ। ୱାଲ୍ ଷ୍ଟ୍ରିଟ୍ ଜର୍ଣ୍ଣାଲ୍ ରିପୋର୍ଟ ଅନୁଯାୟୀ ଇସ୍ରାଏଲର ଗୁପ୍ତଚର ସେବା ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ବଡ଼ ଯୋଜନା କରିଛି।

ନିର୍ଦେଶ ପାଇବା ପରେ ଏଜେନ୍ସି ଗୁଡ଼ିକ ତୁର୍କୀ, ଲେବନାନ ଏବଂ କତାରରେ ହମାସ ନେତାଙ୍କୁ ଖୋଜୁଛନ୍ତି। ଗତ ଦଶନ୍ଧି ଧରି କଟାର ଏହାର ରାଜଧାନୀରେ ହମାସ ନେତାଙ୍କୁ ସେମାନଙ୍କର ରାଜନୈତିକ କାର୍ଯ୍ୟାଳୟ ଖୋଲିବାକୁ ଅନୁମତି ଦେଇଛି। ତେବେ ଦୁଇ ଦେଶ ମଧ୍ୟରେ ୭ ଦିନ ହେଲା ଶାନ୍ତ ପଡିଥିବା ଯୁଦ୍ଧ ପାଇଁ ଦୁଇ ପକ୍ଷ ମଧ୍ୟରେ ଆଲୋଚନା ପାଇଁ ଏକ ପ୍ରମୁଖ ଭୂମିକା ତୁଲାଇଛି।

ତେବେ ଏହି ଅପରେସନକୁ ଯଥା ସମ୍ଭବ ସିକ୍ରେଟ ରଖିବାକୁ ଏଜେନ୍ସି ମାନଙ୍କୁ କୁହାଯାଇଛି। ଗତ ନଭେମ୍ବର ମାସରେ ଦେଶକୁ ସମ୍ବୋଧନ କରିବା ସମୟରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ କହିଥିଲେ ”ମୁଁ ମୋସାଦକୁ (ଇସ୍ରାଏଲର ବୈଦେଶିକ ଗୁପ୍ତଚର ସେବା) ହାମାସର ମୁଖ୍ୟଙ୍କ ବିରୁଦ୍ଧରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?