Posted inଖେଳ

ମାଲେସିଆକୁ ୪-୦ରେ ପରାଜିତ କଲା ନେଦରଲାଣ୍ଡ…

ରାଉରକେଲା,୧୪।୧: ଶନିବାର ରାଉରକେଲାର ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ବିଶ୍ୱକପର ପୁଲ ସି ମ୍ୟାଚରେ ନେଦରଲାଣ୍ଡ ମାଲେସିଆକୁ ୪-୦ ଗୋଲରେ ପରାଜିତ କରିଛି।

ଥିଜ ଭ୍ୟାନ ଡ୍ୟାମ ବିଂଶତମ ମିନିଟରେ ଏକ ଗୋଲ ଦେଇ ଡଚ ଟିମ୍‌ ନେଦରଲାଣ୍ଡକୁ ଆଗୁଆ ରଖିଥିଲେ। ଜିପ ଜନସେନ ଚାରି ମିନିଟ ପରେ ଗୋଟିଏ ଗୋଲ ଦେଇ ଏହାକୁ ୨-୦ କରିଥିଲେ। ଅମିରୁଲ ଆଜାହରଙ୍କର ଏକ ଅନାବଶ୍ୟକ ଟ୍ୟାକ ପାଇଁ ଏକ ପେନାଲ୍ଟି ଷ୍ଟ୍ରୋକକୁ ସହଜରେ ସେ ଗୋଲରେ ପରିଣତ କରିଥିଲେ। ଏହାପରେ ନେଦରଲାଣ୍ଡ ଅନ୍ୟ ଦୁଇଟି ଗୋଲ ଦେଇ ମ୍ୟାଚକୁ ୪-୦ରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?