ଶୁକ୍ରାଣୁ ଦାନ କରୁଥିବା ୪୧ ବର୍ଷୀୟ ବ୍ୟକ୍ତିଙ୍କ ଉପରେ ଲାଗିଲା ରୋକ, ୫୫୦-୬୦୦ ସନ୍ତାନଙ୍କର ହୋଇ ସାରିଛନ୍ତି ପିତା

ଆମଷ୍ଟରଡର୍ମ,୨୯।୪: ନେଦରଲ୍ୟାଣ୍ଡସ କୋର୍ଟ ଶୁକ୍ରାଣୁ ଦାନ କରୁଥିବା ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କ ଉପରେ ରୋକ ଲଗାଇଛନ୍ତି। ବ୍ୟକ୍ତି ଜଣଙ୍କ ଏବେ ପର୍ଯ୍ୟନ୍ତ ତାଙ୍କ ଶୁକ୍ରାଣୁରୁ ୪୦୦-୫୦୦ ଶିଶୁଙ୍କୁ ଜନ୍ମ ଦେଇ ସାରିଛନ୍ତି। ହେଗ ଜିଲା ନ୍ୟାୟାଳୟ ଅନୁଯାୟୀ, ବ୍ୟକ୍ତି ଜଣଙ୍କ ତାଙ୍କ ଶୁକ୍ରାଣୁରୁ ଜନ୍ମ ଦେଇଥିବା ଶିଶୁଙ୍କ ସଂଖ୍ୟା ଭୁଲ କହିଛନ୍ତି।

ମାତା-ପିତାଙ୍କୁ ଏବେ ସାମ୍ନା କରିବାକୁ ପଡୁଛି କି ଶହ ଶହ ସଉତୁଣି ଭଉଣୀ-ଭାଇଙ୍କ ସହ ତାଙ୍କ ପିଲା ଏକ ବିଶାଳ ନେଟଓ୍ବର୍କର ଅଂଶ ପାଲଟି ଯାଇଛି। ହେଲେ ଏହି ନେଟଓ୍ବର୍କକୁ ସେ ବାଛି ନାହିଁ।
ଏହି ଗୋପନୀୟ ଆଇନ ଅନୁଯାୟୀ, ସରକାର ବ୍ୟକ୍ତିଙ୍କ ପରିଚୟ ସାର୍ବଜନିକ କରିପାରିବେ ନାହିଁ। ହେଲେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ସୂତ୍ର ବ୍ୟକ୍ତି ଜଣଙ୍କର ପରିଚୟ ୪୧ ବର୍ଷୀୟ ଜୋନାଥନ ଜ୍ୟାକବ ମିଜର ଭାବେ କରିଛି। ଗେରିଟ-ଜେନ କ୍ଲେନଜାନ ଲେଖିଛନ୍ତି, ଡେଶନରକୁ ସବୁ କ୍ଲିନିକ ସହ ଚୁକ୍ତି କରିବା ଦରକାର କି ସେ ଅନ୍ୟ କ୍ଲିନକରେ ଶୁକ୍ରାଣୁ ଡୋନେଟ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri