Posted inଖେଳ

ଟସ୍‌ ଜିତି ନେଦରଲ୍ୟାଣ୍ଡର ବ୍ୟାଟିଂ ନିଷ୍ପତ୍ତି: ସେମିଫାଇନାଲ ଖେଳିବା ଆଶା ମଜବୁତ କରିବାକୁ ଚେଷ୍ଟା

ଲକ୍ଷ୍ନୌ,୨୧।୧୦: ଲକ୍ଷ୍ନୌସ୍ଥିତ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଶ୍ରୀଲଙ୍କା ବୋଲିଂ କରିବ। ଧର୍ମଶାଳାରେ ଦକ୍ଷିଣ ଆଫ୍ରିକାକୁ ହରାଇ ନେଦରଲାଣ୍ଡ୍ସ ବିପର୍ଯ୍ୟୟ ସୃଷ୍ଟି କରିବା ସହ ବିଶ୍ୱପକ୍‌ର ପ୍ରଥମ ବିଜୟ ହାସଲ କରିଥିଲା। ଶନିବାର ଏହି ଦଳ ନିଜର ବ୍ୟାଟିଂ ଦକ୍ଷତା ବୃଦ୍ଧି କରି ଲଗାତାର ବିଜୟ ସହ ଆଉ ଏକ ବିପର୍ଯ୍ୟୟ ଘଟାଇବାକୁ ଲକ୍ଷ୍ୟ ରଖିଛି।

ନେଦରଲାଣ୍ଡ୍ସର ୩ ବ୍ୟାଟର୍‌ ବିକ୍ରମଜିତ ସିଂହ, ମ୍ୟାକ୍ସ ଓ’ଦାଉଦ ଏବଂ କଲିନ ଅକରମାନ ଦଳକୁ ଏପର୍ଯ୍ୟନ୍ତ ଭଲ ଷ୍ଟାଟ ଦେଇପାରି ନାହାନ୍ତି। ଫଳରେ ମଧ୍ୟଭାଗ ଉପରେ ଅତିରିକ୍ତ ଚାପ ରହୁଛି। ହେଲେ ବିଶ୍ବକପ ଦାବିଦାର ଦକ୍ଷିଣ ଆଫ୍ରିକାକୁ ହରାଇ ଥିବାରୁ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ ପୂର୍ବରୁ ଦଳର ମନୋବଳ ଦୃଢ ରହିଛି। ତେଣୁ ଏହି ମ୍ୟାଚ ଜିତି ଦଳ ଦୀର୍ଘ ୧୨ ବର୍ଷ ପରେ ବିଶ୍ବକପ୍‌ ସେମିଫାଇନାଲ ଖେଳିବାକୁ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri