ଗର୍ଭବତୀ ଅଛନ୍ତି କି ସୋନମ!

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟ ଏକ ବର୍ଷ ପରେ ଭାରତ ଫେରିଛନ୍ତି। ସୋନମ ବିମାନବନ୍ଦରରେ ତାଙ୍କ ପିତା ଅଭିନେତା ଅନିଲ କପୁରଙ୍କୁ ଦେଖିବା ପରେ ଭାବପ୍ରବଣ ହୋଇଥିଲେ। ସୋନମ ଏକୁଟିଆ ଲଣ୍ଡନରୁ ମୁମ୍ବାଇ ଫେରିଥିଲେ। ଝିଅକୁ ଆଣିବା ପାଇଁ ଅନିଲ ବିମାନବନ୍ଦରରେ ପହଞ୍ଚିଥିଲେ। ସୋନମଙ୍କ ବିମାନବନ୍ଦରର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ସୋନମ ତାଙ୍କ ପିତାଙ୍କୁ ଦେଖିବା ପରେ ଭାବପ୍ରବଣ ଦେଖାଯାଉଛନ୍ତି। ପ୍ରଶଂସକମାନେ ତାଙ୍କୁ ଦେଖି ଖୁସି ଥିବାବେଳେ କିଛି ଲୋକ ସୋନମ ଗର୍ଭବତୀ ଥିବା ଅନୁମାନ କରୁଛନ୍ତି। ସୋନମଙ୍କ ଡ୍ରେସ୍‌ ପରିଧାନ ଦେଖି ଶୈଳୀ ଦେଖି ଲୋକେ ଏପରି କହିଛନ୍ତି।
ବିମାନବନ୍ଦରରୁ ସୋନମ କପୁର ବାହାରକୁ ଆସିବା ମାତ୍ରେ ସେ ଦେଖିଲେ ଯେ ପାପା ଅନିଲ କପୁର ତାଙ୍କୁ ନେବାକୁ ଆସିଛନ୍ତି, ସେ ନିଜକୁ ଅଟକାଇ ନ ପାରି ପାପା ପାପା ଡାକିବା ଆରମ୍ଭ କଲେ। ସେ ତାଙ୍କୁ ଦେଖିବା ହେବା ମାତ୍ରେ ଭାବପ୍ରବଣ ହୋଇ ଆଲିଙ୍ଗନ କରି କାନ୍ଦିବାକୁ ଲାଗିଲେ। ସୋନମ ଏବଂ ଅନିଲଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ସୋନମଙ୍କ ଭିଡିଓ ଉପରେ ମନ୍ତବ୍ୟ ଦେଇ ଜଣେ ୟୁଜର୍ସ ଲେଖିଛନ୍ତି, ସୋନମ ଗର୍ଭବତୀ ଅଛନ୍ତି। ଏହି ସମୟରେ, ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି, ସୋନମ ଗର୍ଭବତୀ ଥିବା ପରି ଦେଖାଯାଉଛି। ସୋନମ ଗତ କିଛି ମାସ ଧରି ସ୍ବାମୀ ଆନନ୍ଦ ଅହୁଜାଙ୍କ ସହ ଲଣ୍ଡନରେ ରହୁଥିଲେ।

सोनम कपूर


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri