ବଜାରରେ ନିଉଟ୍ରୋଲାର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଫୁଡ୍‌ ବ୍ରାଣ୍ଡ୍‌ ନିଉଟ୍ରୋଲାର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଇନ୍‌ଫୋସିଟିସ୍ଥିତି କ୍ରିଷ୍ଟାଲ କ୍ରାଉନ ହୋଟେଲଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ନିଉଟ୍ରୋଲାର ନିର୍ଦ୍ଦେଶକ ଅର୍ଘ୍ୟଦୀପା ଦାସ, ସହ-ନିର୍ଦ୍ଦେଶକ ଶିଶିର କୁମାର ପାତ୍ରୋ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ (ଲଞ୍ଚିଂ) ସହ ବଜାର ପ୍ରବେଶ କରାଇଥିଲେ। ବିଶେଷକରି ଉତ୍ତମ ଗୁଣବତ୍ତାସମ୍ପନ୍ନ ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକର। ଏହାକୁ ପାଥେୟକରି ନିଉଟ୍ରୋଲା ସର୍ବଦା ଶୁଦ୍ଧତା ଉପରେ ଗୁରୁତ୍ୱ ବହନ କରିଆସୁଛି ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଥିଲା। ସେହିଭଳି ବ୍ରାଣ୍ଡ୍‌ର ଉନ୍ନତମାନର ଖାଦ୍ୟ ସାମଗ୍ରୀ ଯଥା ଅଟା, ମଇଦା, ସୁଜି, ବେଶନ, କର୍ନଫ୍ଲାୱାର ସହିତ ସମସ୍ତ ପ୍ରକାର ଗୋଟା ତଥା ଗୁଣ୍ଡ ମସଲା ଏବଂ ଡାଲି ଜାତୀୟ ଉପାଦକୁ ମଧ୍ୟ ବଜାର ବିକ୍ରି ଉଦ୍ଦେଶ୍ୟରେ ଶୁଭାରମ୍ଭ (ଲଞ୍ଚ) କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri