Posted inରାଜ୍ୟ

ଗୋମାଂସ ବିବାଦ, ଭିଡିଓ ଜାରି କରି ସ୍ପଷ୍ଟୀକରଣ ରଖିଲେ ବ୍ଲଗର କାମିୟା ଜାନି

ଭୁବନେଶ୍ବର, ୨୪ା୧୨: ଶ୍ରୀମନ୍ଦିରରେ ପ୍ରବେଶକୁ ନେଇ ଉଠିଥିବା ବିବାଦ ମଧ୍ୟରେ ସ୍ପଷ୍ଟୀକରଣ ରଖିଛନ୍ତି ‘ୟୁଟ୍ୟୁବର୍‌’ କାମିଆ ଜାନି। ରବିବାର ଏକ ଭିଡିଓ ଜାରି କରି ସେ କହିଛନ୍ତି ମୁଁ ହିନ୍ଦୁଧର୍ମ ଅନୁସରଣ କରେ। ଗୋମାଂସ ଖାଏ ନାହିଁ କି, ତାହା ଖାଇବାକୁ ‌ପ୍ରୋତ୍ସାହନ କରେ ନାହିଁ। ଶ୍ରୀଜଗନ୍ନାଥ ଆଶୀର୍ବାଦ ପାଇବା ସେଠାରେ କରାଯାଇଥିବା ଭିତ୍ତିଭୂମି ବିକାଶ ବିଷୟରେ ଲୋକଙ୍କୁ ଜଣାଇବା ମୋର ପୁରୀ ଯିବାର ଉଦ୍ଦେଶ୍ୟ ଥିଲା। କିନ୍ତୁ ଦୁର୍ଭାଗ୍ୟକୁ ମୋର ପୁରୀ ଭ୍ରମଣ ବିବାଦୀୟ ହୋଇପଡ଼ିଛି।

ତେବେ ପୁରୀ ମନ୍ଦିରରେ ଦର୍ଶନ ନିମନ୍ତେ ବିଭିନ୍ନ ନିୟମ ରହିଥିବା ମୋତେ ଜଣା ଅଛି। ତେଣୁ ଶ୍ରୀମନ୍ଦିର ଦର୍ଶନ ବେଳେ କୌଣସି ନୀତିନିୟମ ଭଙ୍ଗ କରିନାହିଁ ଏବଂ ମୋର ଏହି ବାର୍ତ୍ତା ସମସ୍ତ ବିବାଦ ଦୂର କରିବ ବୋଲି ଆଶ କରୁଛି। ସେ ଆହୁରି ମଧ୍ୟ କହିଛନ୍ତି, ମୋର କାମ ହେଉଛି ଦେଶର ବିଭିନ୍ନ ସ୍ଥାନକୁ ଯାଇ ସେଠାକାର ଅଧିବାସୀଙ୍କ ସଂସ୍କୃତି, ଐତିହ୍ୟ, ଖାଦ୍ୟପେୟ, ଚଳଣି, ବୈଶିଷ୍ଟ୍ୟ ଓ ସଭ୍ୟତା ବିଷୟରେ ସମଗ୍ର ଦୁନିଆକୁ ଜଣାଇବା।

ତେବେ ମୁଁ ଗୋମାଂସ ଖାଇବା ବିଷୟରେ କେରଳର ଏକ ଫୁଡ୍‌ ବ୍ଲଗ୍‌ ଭିଡିଓ ବ୍ୟବହାର କରାଯାଇଛି। କିନ୍ତୁ, ସେଠାରେ ମୁଁ ଗୋମାଂସ ଖାଇ ନ ଥିଲି, ବିଭିନ୍ନ ନିରାମିଷ ବ୍ୟଞ୍ଜନ ଖାଇଥିଲି।

 

View this post on Instagram

 

A post shared by Kamiya Jani (@kamiya_jani)


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri