କଦାପି ଏହି ୩ ପ୍ରକୃତିର ଲୋକଙ୍କ ସହାୟତା କରନ୍ତୁ ନାହିଁ; ମାନସମ୍ମାନ ହାନି ସହ ଅସୁବିଧାରେ…

ମହାନ କୁଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ପ୍ରସିଦ୍ଧ। ସେ ରାଜନୀତି ସହ ଅର୍ଥଶାସ୍ତ୍ରରେ ବିଶାରଦ ଥିଲେ। ସାମାଜିକ ବିଷୟବସ୍ତୁ ଉପରେ ମଧ୍ୟ ସେ ନିଜର ମତ ରଖୁଥିଲେ। ଆଜିବି ଚାଣକ୍ୟଙ୍କ ନୀତିକୁ ଅନୁସରଣ କଲେ ଜଣେ ମନୁଷ୍ୟ ଜୀବନରେ ଅସଫଳ ହେବେ ନାହିଁ ବୋଲି କୁହାଯାଏ।

ଚାଣକ୍ୟ କୁହନ୍ତି ଜୀବନରେ କେବେହେଲେ ୩ ପ୍ରକାର ଲୋକଙ୍କ ସହାୟତା କରିବ ନାହିଁ। କାରଣ ଏହାଦ୍ୱାରା ଯେ କେବଳ ମାନ-ସମ୍ମାନ ହାନି ହୋଇଥାଏ ତାହା ନୁହେଁ ବରଂ ଆପଣ ଅସୁବିଧାରେ ପଡ଼ିପାରନ୍ତି। ଆସନ୍ତୁ ଜାଣିବା:-

-ମୁର୍ଖ ବ୍ୟକ୍ତି: ଚାଣକ୍ୟ ଏକ ଶ୍ଳୋକରେ କହିଛନ୍ତି ମୁର୍ଖଙ୍କଠାରୁ ସର୍ବଦା ଦୂରେଇ ରୁହନ୍ତୁ। କାରଣ ଏଭଳି ଲୋକଙ୍କୁ ଜ୍ଞାନ ଦେବା ମଇଁଷି ଆଗରେ ବୀଣା ବଜାଇବା ସହ ସମାନ। ଯଦି ମୁର୍ଖ ବ୍ୟକ୍ତିର ଭଲ ବିଷୟରେ ଆପଣ ଚିନ୍ତା କରନ୍ତି ତେବେ ସେ ମୂଲ୍ୟହୀନ ଯୁକ୍ତି କରିଥାନ୍ତି। ମୁର୍ଖ ବ୍ୟକ୍ତିଙ୍କୁ ଜ୍ଞାନ ଦେବା ଅର୍ଥାତ ନିଜର ସମୟ ଏବଂ ଶକ୍ତି ସାରିବା ଛଡ଼ା ଆଉ କିଛି ନୁହେଁ।

-ନଷ୍ଟ ଚରିତ୍ରର ବ୍ୟକ୍ତି: ଚାଣକ୍ୟ କୁହନ୍ତି ନଷ୍ଟ ଚରିତ୍ରର ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। କାରଣ ସେଭଳି ଲୋକ ସହ ବନ୍ଧୁ ହେଲେ ତୁମର ଚରିତ୍ରକୁ ଲୋକେ ସେହିଭଳି ଭାବିବେ। ଏଥିପାଇଁ ଚାଣକ୍ୟ ସର୍ବଦା ଏଭଳି ବ୍ୟକ୍ତିଙ୍କଠାରୁ ସବୁବେଳେ ଦୂରରେ ରହିବାକୁ ପରାମର୍ଶ ଦେଇଛନ୍ତି।

-କିଛି କଥା ନ ଥାଇ ଦୁଃଖୀ ହେଉଥିବା ବ୍ୟକ୍ତି: ଚାଣକ୍ୟ କୁହନ୍ତି ବିନା କାରଣରେ ଦୁଃଖୀ ରହୁଥିବା ବ୍ୟକ୍ତି ସର୍ବଦା ଅନ୍ୟର ସଫଳତା ଦେଖି ଈର୍ଷା କରିଥାନ୍ତି। ସେ ସମସ୍ତଙ୍କୁ ପଛରେ ରଖିବାକୁ ଚେଷ୍ଟା କରିଥାନ୍ତି। ଏଥିପାଇଁ ଚାଣକ୍ୟ କୁହନ୍ତି ଏଭଳି ବ୍ୟକ୍ତିଙ୍କଠାରୁ ଦୂରରେ ରୁହନ୍ତୁ। କାରଣ ଏମାନେ ଅନ୍ୟର ଫାଇଦା ଉଠାଇବା ଭଲ ଭାବେ ଜାଣନ୍ତି। କାମ ହୋଇଯିବା ପରେ ସେ ଆପଣଙ୍କୁ ଛାଡ଼ି ଦେଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri