Advertisement

ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ୧୦୮ ଜଣ ରହିଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ଥିବାବେଳେ ୮୮ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ...

ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।...

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ...

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ...

କରୋନାର ଦ୍ୱିତୀୟ ଲହର ପରେ ଅଧିକାଂଶ ରାଜ୍ୟ ନିଜେ ଉତ୍ପାଦନ କରୁଛନ୍ତି ଅକ୍ସିଜେନ

ନୂଆଦିଲ୍ଲୀ,୩୧ ।୩: କରୋନା ମହାମାରୀର ଦ୍ୱିତୀୟ ଲହରରେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ସଙ୍କଟ ଆଗକୁ ଆଉ ଦେଖାଯାଇ ନ ପାରେ । କାରଣ ଏବେ ଅଧିକାଂଶ...

ଗ୍ଲୋବାଲ ଓ୍ବାର୍ମିଂ ଦାୟୀ: ବିଧାୟକ

ଭୁବନେଶ୍ୱର,୨୧ା୯ (ବ୍ୟୁରୋ):ଭୁବନେଶ୍ୱରର ମୁକୁଳା ଡ୍ରେନ୍‌୍‌ରେ ପଡ଼ି ନିଖୋଜ ହୋଇଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ସୋମବାର ମିଳିଛି। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ...

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ରୁ ଆରମ୍ଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍‌ ଏବଂ ଓପନ୍‌ ସ୍କୁଲ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍‌...

ଜଗତ୍‌ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକ ଅଫିସ,୨୦ା୧୨: ଜଗତ୍‌ପୁର ଶିଳ୍ପାଞ୍ଚଳ ଫେଜ୍‌-୨ରେ ଥିବା ମାହେକ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି।...

Advertisement
Archives

Model This Week