ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ ଘରୋଇ ହସ୍ପିଟାଲର ୬ କର୍ମଚାରୀ, ଜୟଦୁର୍ଗା ନଗରରୁ ୫ ଜଣ, କଳ୍ପନା ଛକ ଅଞ୍ଚଳରୁ ୫ ଜଣ, ଶାସ୍ତ୍ରୀ ନଗର ଅଞ୍ଚଳରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରୁ ୧୨୧୬ ଜଣ ସୁସ୍ଥ ହୋଇଛନ୍ତି ଓ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୨୭୧ ଆକ୍ଟିଭ କେସ ରହିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୧ ଦିନ ଧରି...

ସାମାଜିକ ଦୂରତା, ସ୍ବଚ୍ଛତା ଅବଲମ୍ବନ ଜରୁରୀ

ବାଲେଶ୍ୱର ଅଫିସ, ୨୦।୪: ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ନଗର କଂଗ୍ରେସ କମିଟି ସଭାପତି ପଦ୍ମଲୋଚନ ଲେଙ୍କାଙ୍କ ନେତୃତ୍ୱରେ ଶନିବାର ମିର୍ଜାପୋଖରୀ ନିକଟବର୍ତ୍ତୀ ସାଇ ମନ୍ଦିର,...

ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪,...

ସବୁ ନିର୍ବାଚନମଣ୍ଡଳୀରେ ପାଳନ ହେଉଛି ‘ବିଜୁ ଜୟନ୍ତୀ’

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏ ଅବସରରେ ପ୍ରତି ନିର୍ବାଚନମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର...

ରାଜ୍ୟରେ ୯ ଲକ୍ଷ ପାର ହେଲା କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ରବିବାର ୩,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୫ ଜଣ ଲୋକାଲ...

ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର...

ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ

କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର...

ଭୁବନେଶ୍ୱର ରେଳ ଷ୍ଟେଶନରେ ବିସ୍ଫୋରକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ବିସ୍ଫୋରକ ମିଳିଛି। ଷ୍ଟେଶନରେ ଅଟକି ରହିଥିବା କୋଣାର୍କ ଏକ୍ସପ୍ରେସ୍‌ରୁ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏହି ବିସ୍ଫୋରକକୁ ଜବତ କରିଛି।...

Advertisement
Archives

Model This Week