CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଇଇ ମେନ୍‌ ପରୀକ୍ଷା ସ୍ଥଗିତ: ପରେ ଘୋଷଣା ହେବ ନୂଆ ତାରିଖ…

ନୂଆଦିଲ୍ଲୀ,୧୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ଏହାର ପ୍ରଭାବ ଶିକ୍ଷା ବ୍ୟବସ୍ଥା ଉପରେ ପଡ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ପୂର୍ବରୁ...

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍‌

ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ...

ଚିନ୍ତା ବଢ଼ାଇଲାଣି ରାଜଧାନୀ: ୨୫ କରୋନା ପଜିଟିଭ ଚିହ୍ନଟ; ୨୩ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୩ ଲୋକାଲ୍‌ କେସ୍‌ ରହିଥିବା ବେଳେ ୨ ହୋମ୍‌...

ଶିଳ୍ପ ସମୃଦ୍ଧ ଜିଲାରେ ବଢୁଛି ହସ୍ତଶିଳ୍ପ

ଅନୁଗୋଳ ଅଫିସ, ୧୩ା୮: ଘରୋଇ ଓ ସରକାରୀ ଉଦ୍ୟୋଗରେ ସମୃଦ୍ଧ ଅନୁଗୋଳ ଜିଲାରେ ବଢ଼ୁଛି ହସ୍ତଶିଳ୍ପର ଆଦର। ଏଠାକାର ବାଉଁଶ କାରିଗରି, ଟେରାକୋଟା ଓ କଂସା ପିତଳ...

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ...

ଓଡ଼ିଶାରେ ଆଶିଂକ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ରବିବାର ମହାକାଶରେ ବଳୟ ସୂର୍ଯ୍ୟୋପରାଗ ସଂଗଠିତ ହୋଇଛି। ଓଡିଶା ସମେତ ଭାରତର ସବୁ ଅଞ୍ଚଳରେ ଏହା ଦୃଶ୍ୟମାନ ହୋଇଛି। ଦେଶର ରାଜସ୍ଥାନ, ହରିୟଣା ଓ ଉତ୍ତରାଖଣ୍ଡରେ...

ପିପିଲି ଉପନିର୍ବାଚନ: ପୁଣି ଆଶ୍ରିତଙ୍କୁ ଭରଷା କଲା ଭାଜପା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ପିପିଲି ଉପନିର୍ବାଚନ ଲାଗି ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ପୁଣିଥରେ ପ୍ରାର୍ଥୀ କରିଛି। ୨୦୧୯...

ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ...

Advertisement


Archives

Model This Week