ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ୯କୁ ମିଶାଇ ମୋଟ ୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିରୁ ଟାଙ୍ଗି ବ୍ଲକରୁ ସର୍ବାଧିକ ୧୬ ଚିହ୍ନଟ ହୋଇଥିବା ବେଳେ ବାଲୁଗାଁରୁ ୧୩ଜଣ ରହିଛନ୍ତି। ବାଣପୁର ବ୍ଲକ ୩, ବୋଲଗଡ ବ୍ଲକ ୪, ମେଣ୍ଢାଶାଳ ୨, ଜଟଣୀ ବ୍ଲକ ୪, ବାଲକାଟୀ ବ୍ଲକରୁ ୧ ରହିଛନ୍ତି । ସେହିପରି ଖୋର୍ଦ୍ଧା ପୌରାଞ୍ଚଳ ଗୁରୁଜଙ୍ଗରୁ ୩, ଖୋର୍ଦ୍ଧା ବାଇପାସ/ପଲଟନ ପଡିଆ/ବରୁଣେଇରୁ ଜଣେ ଲେଖାଏଁ ରହିଥିବା ବେଳେ ଜମାଦେଇରୁ ୨ ଏବଂ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri