ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୬ ଲୋକାଲ କେସ୍‌ ରହିଛି।
ନୂଆ ୮୬୮ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ୪୧, ବାଲେଶ୍ୱର ୫୨, ବରଗଡ଼ ୨୬ , ଭଦ୍ରକ ୬, ବଲାଙ୍ଗୀର ୩୬, ବୌଦ୍ଧ ୪, କଟକ ୬୫ , ଦେବଗଡ଼ ୯, ଢେଙ୍କାନାଳ୧୫, ଗଜପତି ୧, ଗଞ୍ଜାମ ୨୫, ଜଗତ୍‌ସିଂହପୁର୩୮, ଯାଜପୁର ୩୧ , ଝାରସୁଗୁଡ଼ା ୨୨, କଳାହାଣ୍ଡି ୩୬ , କନ୍ଧମାଳ୧୦, କେନ୍ଦ୍ରାପଡ଼ା ୩୯, କେନ୍ଦୁଝର ୧୯, ଖୋର୍ଦ୍ଧା ୧୦୨, କୋରାପୁଟ ୧୫, ମାଲକାନଗିରି ୩, ମୟୂରଭଞ୍ଜ ୪୬, ନବରଙ୍ଗପୁର ୧୨ , ନୟାଗଡ଼ ୫, ନୂଆପଡ଼ା ୩୩, ପୁରୀ ୩୦, ରାୟଗଡ଼ା ୨୧, ସମ୍ବଲପୁର ୨୨ ସୋନପୁର ୨, ସୁନ୍ଦରଗଡ଼ ୮୨ ଏବଂ ଷ୍ଟେଟ ପୋଲରୁ ୨୦ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩,୧୦୯୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୮୧୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୦୦୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri