ପଦ୍ମପୁର ପାଇଁ ସୃଷ୍ଟି ହେଲା ନୂଆ ଏଡିଏମ୍‌ ପଦବୀ: ଚଭନ କୁନାଲ ମୋତିରାମ ପ୍ରଥମ ଏଡିଏମ୍‌

ଭୁବନେଶ୍ୱର,୨୯।୧୨(ଅନିଲଦାସ)-ବରଗଡ଼ ଜିଲାର ପଦ୍ମପୁର ପାଇଁ ରାଜ୍ୟ ସରକାର ନୂତନ ଆଡିଶ୍‌ନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ (ଏଡିଏମ୍‌ ) ପଦବୀ ସୃଷ୍ଟି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିଛନ୍ତି। ପଦ୍ମପୁର କାର୍ଯ୍ୟାଳୟ ପାଇଁ ସୃଷ୍ଟି ହୋଇଥିବା ଏହି ପଦବୀ ଦ୍ୱାରା ସେହି ଅଞ୍ଚଳର ପ୍ରଶାସନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ସ୍ଥାନୀୟ ଅଞ୍ଚଳ ଲୋକଙ୍କର ଆପତ୍ତି ଅଭିଯୋଗର ତୁରନ୍ତ ଶୁଣାଣି ହେବ ଓ ବିକାଶ କାର୍ଯ୍ୟ ଦ୍ରୁତ ଗତିରେ ଚାଲିବ। ୨୦୨୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁର ଏଡିଏମ୍‌ ଭାବେ ନିଯୁକ୍ତି ଦିଆଯାଇଛି। ଏବେ ସେ ବାଲେଶ୍ୱର ଉପଜିଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri