ନୂତନ ଯୁଗର ବଜେଟ

ଭୁବନେଶ୍ୱର,୨।୨: ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ପକ୍ଷରୁ ଚଳିତ ଥରର ୟୁନିୟନ ବଜେଟ ଲାଇଭ୍‌ ଉପରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏ ସମ୍ପର୍କରେ ମେହୁଲ ମୋହନକା କହିଛନ୍ତି, ୟୁନିୟନ ବଜେଟ ୨୦୨୩-୨୪କୁ ବେଶ୍‌ ପ୍ରଶଂସା କରାଯାଇପାରେ। କାରଣ ଏହା ଏକ ସନ୍ତୁଳିତ ଏବଂ ଭବିଷ୍ୟତ ବଜେଟ୍‌ ହୋଇଥିବା ବେଳେ ଶ୍ରମ ବୃଦ୍ଧି କରିବାର ଲକ୍ଷ୍ୟ ହାସଲ କରିବାକୁ ଚେଷ୍ଟା କରିଛି। ଏପରିକି ମେକ୍‌ ଇନ୍‌ ଇଣ୍ଡିଆ ସହ ସନ୍ତୁଳନ କରିବାକୁ ଚେଷ୍ଟା ସହ ତୀବ୍ର ଅଭିବୃଦ୍ଧି ଏବଂ ଘରୋଇ ଉପତ୍ାଦନ ହେବ ବୋଲି କୁହାଯାଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଜିଡିପିର ଆକଳନ ୫.୯% ରେ ରହିବାର ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେନୋର ୩ଡି ପ୍ରଚାର ଅଭିଯାନ

ନୂଆଦିଲ୍ଲୀ,୧୭।୧୦: ଦେଶର ପ୍ରମୁଖ ଚାରି ଚକିଆ ଯାନ ନିର୍ମାତା ରେନୋ ଇଣ୍ଡିଆ ପକ୍ଷରୁ ୩ଡି ପ୍ରଚାର ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହାର...

ମହିଳାଙ୍କୁ ସୁରକ୍ଷା ଦେବ ଫେସ୍‌ବୁକ ମେଟା

ଭୁବନେଶ୍ୱର,୬।୧୨: ୟୁଜରଙ୍କ ନିରାପତ୍ତାକୁ ବଢ଼ାଇବା ପାଇଁ ଏହାର ପ୍ରୟାସକୁ ଆଗକୁ ବଢାଇ ଫେସବୁକ ମେଟା ନିକଟରେ ତା’ର ପ୍ଲାଟଫର୍ମରେ ମହିଳାଙ୍କ ଅନଲାଇନ ନିରାପତ୍ତା ଦିଗରେ ଅନେକ...

କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲକୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବିଦ୍ୟାଳୟ ସମ୍ମାନ

କଟକ ଅଫିସ, ୫ା୯: ଦେଶର ପ୍ରଥମ ସ୍ମାର୍ଟ ଭିଲେଜ ଭାବେ ପ୍ରସିଦ୍ଧି ଲାଭ କରିଥିବା କଟକ ଜିଲା କଲରାବାଙ୍କଠାରେ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠା...

୯୦,୩୯୫ କୋଟି ଋଣ ପ୍ରଦାନର ସମ୍ଭାବନା

ଭୁବନେଶ୍ୱର,୨୮-୧: ବର୍ଷ ୨୦୨୦-୨୧ ଲାଗି ରାଜ୍ୟର ଅଗ୍ରାଧିକାର କ୍ଷେତ୍ରଗୁଡିକୁ ପ୍ରାୟ ୯୦,୩୯୫ କୋଟି ଟଙ୍କାର ଋଣ ଯୋଗାଣ ନେଇ ସମ୍ଭାବନା ରହିଛି। ବ୍ୟାଙ୍କଗୁଡିକ ଏ ଦିଗରେ...

ଏୟାର ଇଣ୍ଡିଆ ପରେ ଏବେ ସିଇଏଲ୍‌ ପାଳି…

ନୂଆଦିଲ୍ଲୀ,୧୩।୧୦: ଏୟାର ଇଣ୍ଡିଆ ବିକ୍ରି ପରେ ଏବେ ସେଣ୍ଟ୍ରାଲ ଇଲୋକ୍ଟ୍ରୋନିକ୍ସ୍‌ ଲିମିଟେଡ୍‌ (ସିଇଏଲ୍‌) ବିକ୍ରି ହେବ। ଏନେଇ କେନ୍ଦ୍ର ସରକାରଙ୍କୁ ସିଇଏଲ୍‌ର ଶତ ପ୍ରତିଶତ ଅଂଶଧନ...

୧୫ ମାସରେ କାର୍ଯ୍ୟକ୍ଷମ ହେବ ଶ୍ରୀମଲାନୀର ନୂଆ ଫୋମ୍‌ସ ୟୁନିଟ

ଭୁବନେଶ୍ୱର,୪-୧୦(ବ୍ୟୁରୋ) : ଶ୍ରୀ ମଲାନୀ ଗ୍ରୁପ ପକ୍ଷରୁ ପ୍ରସ୍ତାବିତ ଫୋମ୍‌ସ ୟୁନିଟ୍‌ ଖୋର୍ଦ୍ଧା ନିକଟସ୍ଥ ଜୟମଙ୍ଗଳଠାରେ ସ୍ଥାପନ କରାଯିବ। ଗ୍ରୁପର ପ୍ରମୁଖ ବ୍ରାଣ୍ଡ ସେଞ୍ଚୁରୀର ଏକ...

ଶିଳ୍ପ ଉତ୍ପାଦନ ୧୦.୪% ଖସିଲା

ନୂଆଦିଲ୍ଲୀ, ୧୨।୯ : କୋଭିଡ୍‌-୧୯ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ ଝଟକା ଦେଇଛି। ଭାରତୀୟ ବଜାରରେ ଲାଗୁ ହୋଇଥିବା ଲକ୍‌ଡାଉନ କାରଣରୁ ଶିଳ୍ପ କ୍ଷେତ୍ରରେ ଉତ୍ପାଦନ...

ଗୁଗଲକୁ ପଛରେ ପକାଇଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୨୬ା୧୨: ବିଶ୍ୱର ଅଗ୍ରଣୀ ଆଇଟି ସେବା ପ୍ରଦାନକାରୀ ଓ୍ବେବ୍‌ସାଇଟ ଗୁଗଲକୁ ପଛରେ ପକାଇ ୧ନମ୍ବର ସ୍ଥାନରେ ପହଞ୍ଚତ୍ଛି ଚାଇନାର ଟିକ୍‌ଟକ୍‌ । ୨୦୨୧ରେ ବିଶ୍ବର ସର୍ବାଧିକ ଲୋକ...

Advertisement
Archives

Model This Week