Posted inଜାତୀୟ

୨ ସପ୍ତାହ ମଧ୍ୟରେ ପଦ ଛାଡ଼ିଲେ ଏୟାର ଇଣ୍ଡିଆ ମୁଖ୍ୟ

ନୂଆଦିଲ୍ଲୀ,୧।୩: ଟାଟା ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟକାରୀ (ସିଇଓ) ହେବା ପାଇଁ ମନା କରି ଦେଇଛନ୍ତି ତୁର୍କୀର ଇଲ୍କର ଅଇସି। ଏ ନେଇ ଟାଟା ପ୍ରବକ୍ତା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ଫେବୃୟାରୀ ୧୪ରେ ଟାଟା ସନ୍ସ ବୋର୍ଡ ପକ୍ଷରୁ ଅଇସିଙ୍କୁ ସିଇଓ ଏବଂ ଏମ୍‌ଡି ଅଫ୍‌ ଏୟାର ଇଣ୍ଡିଆ ପଦରେ ନିଯୁକ୍ତ କରାଯାଇଥିଲା।

ଏହି ନିଯୁକ୍ତିକୁ ବିରୋଧ କରିଥିଲା ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆର୍‌ଏସ୍‌ଏସ୍‌)। ତୁର୍କୀ ରାଜନୀତିରେ ଅୟୁସିଙ୍କ ଲିଙ୍କ୍‌ ରହିଛି। ଏହି ଦେଶ ସହ ନୂଆଦିଲ୍ଲୀର ସମ୍ପର୍କ ଭଲ ନ ଥିବାରୁ ତାଙ୍କ ନିଯୁକ୍ତିକୁ ବାତିଲ କରିବା ପାଇଁ ଆର୍‌ଏସ୍‌ଏସ୍‌ ପକ୍ଷରୁ ଦାବି କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ରୁଣ ବୋଝରେ ବୁଡ଼ି ରହିଥିବା ଏୟାର ଇଣ୍ଡିଆ ଟାଟା ଅଧିନକୁ ଚାଲି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri