Posted inଜାତୀୟ

ଜଗନଙ୍କ କ୍ୟାବିନେଟରେ ଜାତି ସମୀକରଣ

ହାଇଦ୍ରାବାଦ,୧୦।୪: ୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ ଏପ୍ରିଲ ୭ରେ ମନ୍ତ୍ରୀମଣ୍ଡଳ ଭାଙ୍ଗି ଦେଇଥିଲେ। ସୋମବାର ପୁଣି ମନ୍ତ୍ରୀମଣ୍ଡଳ ଗଠନ କରିବେ। ଜଗନଙ୍କ କ୍ୟାବିନେଟ ୨.୦ରେ ୨୫ ମନ୍ତ୍ରୀ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି।

ଜାତି ସମୀକରଣକୁ ଦୃଷ୍ଟିରେ ରଖି ମନ୍ତ୍ରୀମଣ୍ଡଳରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରାୟ ୧୭ ଜଣ ବିଧାୟକଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯାଉଥିବା ଜଣାପଡିଛି। ପୂର୍ବ ମନ୍ତ୍ରୀମଣ୍ଡଳରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟର ୧୪ ଜଣ ନେତା ଥିଲେ। ତେବେ ୨୫ଜଣଙ୍କ ମଧ୍ୟରେ ପୂର୍ବ ମନ୍ତ୍ରୀମଣ୍ଡଳର ୧୦ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ସାମିଲ ହେବେ ବୋଲି ସୂଚନା ମିଳିଛି।

ସୂଚନା ଯୋଗ୍ୟ, ୨୦୧୯ ମେ ୩୦ରେ ଜଗନ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଅଢେଇ ବର୍ଷ ପରେ କ୍ୟାବିନେଟ ପରିବର୍ତ୍ତନ କରିବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ…

ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ…

ଚାଷୀଙ୍କ ପାଇଁ ବଡ଼ ଖୁସି ଖବର : ମିଳିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର,୨୦ା୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ । ଅନ୍ୟପକ୍ଷେ ଆଜି କଟକରେ ପାଳିତ…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ…

ଓଲଟିଲା ଯାତ୍ରୀବାହୀ ବସ, ୧୫ ମୃତ

ଉଧମପୁର,୨୦।୪: ଜମ୍ମୁ କଶ୍ମୀରର ଉଧମପୁରରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଉଧମପୁର ରାମନଗରର କାଗୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି ଏବଂ ରିପୋର୍ଟ…

ଅଶୋଧିତ ତୈଳ ଦରରେ ନିଆଁ, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ପେଟ୍ରୋଲ ଦର

ନୂଆଦିଲ୍ଲୀ,୨୦ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଇରାନ ଆମେରିକା ସହିତ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କରିବାକୁ ମନା କରିଦେଇଛି। ଏହାର ପ୍ରଭାବ…

ନୀତୀଶଙ୍କ ପରେ ସମ୍ରାଟ ସରକାରଙ୍କ ବଡ଼ ନିଷ୍ପତ୍ତି, ମାଲାମାଲ ହେବେ ମହିଳା

ପାଟନା,୨୦।୪: ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ବିହାରରେ ଚାଲିଥିବା ମୁଖ୍ୟମନ୍ତ୍ରୀ ମହିଳା ନିଯୁକ୍ତି ଯୋଜନା ଏବେ ଗ୍ରାଉଣ୍ଡରେ ସ୍ପଷ୍ଟ ଫଳାଫଳ ଦେଖାଇବା ଆରମ୍ଭ କରିଛି। ବହୁ ସଂଖ୍ୟକ…

Video: କ୍ୟାମେରାରେ କଏଦ ହେଲା ଟ୍ରମ୍ପଙ୍କ ରାଗ! ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ କଥା ପଚାରିବାରୁ ରାଗିଲେ ରାଷ୍ଟ୍ରପତି, କହିଲେ Out

ଓ୍ବାଶିଂଟନ,୨୦।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ଭାରତୀୟ ଜାହାଜ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri