ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ଦଳର ସଂଗଠନକୁ ଆହୁରି ମଜବୁତ କରିବା ସହ ଏସ୍‌.ସି ମୋର୍ଚ୍ଚାର କାର୍ଯ୍ୟକଳାପକୁ ଗ୍ରାମସ୍ତରରେ ସକ୍ରିୟ କରିବା ଲକ୍ଷ୍ୟରେ ଏହି ନିଯୁକ୍ତି କରାଯାଇଥିବା ଜଣାପଡ଼ିଛି ।

ଶାନ୍ତନୁ ସେଠୀଙ୍କ ନିଯୁକ୍ତି ପରେ ଆନନ୍ଦପୁର ଅଞ୍ଚଳର ଭାଜପା କର୍ମୀମାନଙ୍କ ମଧ୍ୟରେ ଉତ୍ସାହର ପରିବେଶ ଦେଖାଦେଇଛି । ବିଭିନ୍ନ ନେତା ଓ କର୍ମୀମାନେ ତାଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ, ଆଗାମୀ ଦିନରେ ଦଳୀୟ ସଂଗଠନକୁ ଶକ୍ତିଶାଳୀ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି ଆଶା ପ୍ରକାଶ ପାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?