ଭୁବନେଶ୍ୱର,୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ନୂତନ ଏଟିଏମ୍ ପଏଣ୍ଟ (ପରିସର) କୋଦଳା ମୁଖ୍ୟ ରାସ୍ତାଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍ବି ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଡ. ଆଲୋକ ରଞ୍ଜନ ସେନାପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଏହି ଅବସରରେ ପିଏନ୍ବି ବ୍ରହ୍ମପୁର ମଣ୍ଡଳର ମୁଖ୍ୟ ପ୍ରବନ୍ଧକ ସୁବ୍ରତ କୁମାର ସେଠୀ, ଶାଖା ପ୍ରବନ୍ଧକ ସନ୍ତୋଷ କୁମାର ପଣ୍ଡିତ, ଉପ-ପ୍ରବନ୍ଧକ ତୋଫାନ ନନ୍ଦଙ୍କ ସମେତ ଶାଖାର ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଡ. ସେନାପତି ବ୍ୟାଙ୍କର ଡିଜିଟାଲ ଉପତ୍ାଦ, ଅନ୍ଲାଇନ୍ ଋଣ ସୁବିଧା ଏବଂ ଗ୍ରାହକମାନଙ୍କ ପାଇଁ ବ୍ୟାଙ୍କିଙ୍ଗ୍ ସେବାକୁ ସହଜ କରିବାର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ। ପରିଶେଷରେ ଶାଖା ପ୍ରବନ୍ଧକ ସନ୍ତୋଷ କୁମାର ପଣ୍ଡିତ ଉପସ୍ଥିତ ଗ୍ରାହକ ଓ ବରିଷ୍ଠ ଅଧିକାରୀମାନଙ୍କୁ ସେମାନଙ୍କ ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ।
ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍ ଗଲେ ଭାସି: ଆଉ ତା’ପରେ…
ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…
ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…
ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା
ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…
ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍ କୋଠା, ଭୁଲ୍ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…
ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…
ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧
ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…
ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା
ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…
ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି
ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…
ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…
ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

