କର୍ଲାମୁଣ୍ଡା ବ୍ଲକରେ ଯୋଗ ଦେଲେ ନୂତନ ବିଡିଓ, କହିଲେ ଅଞ୍ଚଳରେ ହେଉଥିବା…

ରିଷିଡ଼ା,୨୨ା୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ଭାବେ ସୁଶ୍ରୀ ସୁଚରିତା ମୁଗ୍ରୀ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପୂର୍ବରୁ ବଲାଙ୍ଗୀର ଜିଲାରେ ଡେପୁଟି କଲେକ୍ଟର ଭାବରେ କାର୍ଯ୍ୟରତ ଥିଲେ। ଏଥିରେ ବ୍ଲକ ଭାଜପା କମିଟି, ସଭାପତି ଡୋଳାମଣି ଭୋଇ, ଯୋରାଡ୍ରବରା ମଣ୍ଡଳ ସଭାପତି ଯତୀନ୍ଦ୍ର ସାହୁ ନେତୃତ୍ୱରେ ଶତାଧିକ କର୍ମକର୍ତ୍ତା ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

ସେହିପରି ବିଜୁଜନତା ଦଳର ବ୍ଲକ ସଭାପତି ଯଶୋବନ୍ତ ସାହୁ, ଯୁଗୋଳ ନାଏକ ସମେତ ଶତାଧିକ କର୍ମକର୍ତ୍ତା ଏବଂ ସରପଞ୍ଚ ସଂଘର ସଭାପତି ବରୁଣ ଛତ୍ରିଆ ସମେତ ୧୧ଟି ପଞ୍ଚାୟତର ସରପଞ୍ଚମାନେ ମଧ୍ୟ ସ୍ବାଗତ ଜଣାଇଛନ୍ତି। ବିଭାଗୀୟ ପଦୋନ୍ନତି ପାଇବା ପରେ ବିଡିଓ ସୁଚରିତା ମୁଗ୍ରୀ ପ୍ରଥମେ ମୁଖ୍ୟମନ୍ତ୍ରୀ ଜିଲାପାଳ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅଞ୍ଚଳରେ ବେଆଇନ ଦୁର୍ନୀତି, ଅସାମାଜିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖି ଜନସାଧାରଣଙ୍କ ସହ ମିଶି ସମସ୍ୟାଗୁଡ଼ିକର ସମାଧାନ କରିବା ମୋର ପ୍ରଥମ ଲକ୍ଷ୍ୟ ରହିବ ବୋଲି ପ୍ରତିକ୍ରିୟାରେ ସୁଶ୍ରୀ ବିଡିଓ ସୁଚରିତା ମୁଗ୍ରୀ କହିଛନ୍ତି। ଆଜି କାର୍ଯ୍ୟରେ ଯୋଗଦାନ ପରେ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି।

ପ୍ରକାଶ ଥାଉକି, ସୁଶ୍ରୀ ସୁଚରିତା ମୁଗ୍ରୀ ଗତ ୨.୧୦.୨୦୨୨ରୁ ୩୧.୧.୨୦୨୪ ମଧ୍ୟରେ କର୍ଲାମୁଣ୍ଡା ବ୍ଲକରେ ବିଡିଓ ଭାବେ କାର୍ଯ୍ୟ କରିଥିଲେ। ବର୍ତ୍ତମାନ ଦ୍ବିତୀୟ ଥର ପୁନଃ ଯୋଗଦାନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri