ନୂତନ ବ୍ଲକ ଶିକ୍ଷା ଅଧିକାରିଣୀଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ

କର୍ଲାମୁଣ୍ଡା,୬।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ନୂତନ ଭାବେ କର୍ଲାମୁଣ୍ଡା ବ୍ଲକରେ ଶୁକ୍ରବାର ଯୋଗଦେବା ପରେ ସେ ପ୍ରଥମ ଥର ପାଇଁ ବିଭିନ୍ନ ବିଦ୍ୟାଳୟ ଗୁଡିକୁ ପରିଦର୍ଶନ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ସେ ସ. ମାଲପଡ଼ା ର ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସରଗୁଲ ପ୍ରାଥମିକ ବିଦ୍ୟାଳୟ, ପୁଟିଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନରେ ଆସି ବିଦ୍ୟାଳୟରେ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ସହ ପାଠପଢା ବିଷୟରେ ଆଲୋଚନା କରିଥିଲେ। ଏହି ପରିଦର୍ଶନ ସମୟରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୋପ ମଣୀ ସାହୁ ଓ ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ନାବାଳିକାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାତ୍ରପୁର, ୬।୭(ଉମା ଚରଣ ନେପାକ): ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅନ୍ତର୍ଗତ ଏସ. ନୂଆଗାଁ ଗ୍ରାମ ହରିଜନ ସାହିରୁ ଜଣେ ନାବାଳିକାଙ୍କ ମୃତଦେହ ଜରଡ଼ା ପୋଲିସ ଦ୍ୱାରା…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

ଭୋଜି ଖାଇ ଫେରୁଥିଲେ,ଗଛରେ ପିଟିହେଲା କାର୍‌: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୬।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀପଲ୍ଲୀ ନିକଟରେ ସୋମବାର ଏକ ମାରୁତି କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ବସିଥିବା ଡ୍ରାଇଭର…

ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍

ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା…

କଳା ପଲ୍‌ସରରେ ଆସି ଖେଳାଇଲେ ଆତଙ୍କ; ଭୁଜାଲି ଦେଖାଇ ଲୁଟିନେଲେ ୩୦ହଜାରରୁ ଅଧିକ ଟଙ୍କା

ଭୁବନ,୬।୭( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜ ନିକଟସ୍ଥ ଜାତୀୟ ରାଜପଥ ୫୩ ଓଭର ବ୍ରିଜ ଉପରେ ଏକ କଳା ପଲସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri