ଆଖି ନ ଫିଟୁଣୁ ପୁଷ୍ପା ଆକ୍ସନ କଲେ ନବଜାତକ, ଭିଡିଓ ଦେଖିଲେ…

‘ଫିଲ୍ମ ପୁଷ୍ପା’କୁ ଦର୍ଶକଙ୍କ ଖୁବ୍‌ ପ୍ରଶଂସା ମିଳିଛି। ଫିଲ୍ମର ହିରୋ ଅଲ୍ଲୁ ଅର୍ଜୁନଙ୍କ ଡାଏଲଗକୁ ଖୁବ୍‌ ଭଲ ପାଇବା ମିଳିବା ସହ ସମସ୍ତେ ତାଙ୍କ ଆକ୍ସନ ଓ ଡାଏଲଗକୁ ନେଇ ନିଜ ନିଜର ଭିଡିଓ କରୁଛନ୍ତି। ବଡ଼ବଡ଼ ତାରକାଙ୍କଠାରୁ ଆରମ୍ଭ କରି କ୍ରିକେଟ୍‌ ଷ୍ଟାର ମଧ୍ୟ ପୁଷ୍ପାଙ୍କ ଡାଏଲଗରେ ଭିଡିଓ କରିଥିଲେ। ମାତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଲାଟେଷ୍ଟ ଭିଡିଓ ଦେଖି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଏଥିରେ ଏକ ନବଜାତ ଶିଶୁ ହାତରେ ପୁଷ୍ପାର ଆକ୍ସନ କରୁଥିବା ଦେଖାଯାଇଛି । ଆଇଏଏସ୍‌ ଅଧକାରୀ ଅବନୀଶ ଶରଣ ଏହି ଭିଡିଓକୁ ଶେୟାର କରି ଲେଖିଛନ୍ତି, ଏହା ପକ୍କା କେବେବି ନଇଁବ ନାହିଁ । ଭିଠିଓଟି ଭାଇରାଲ ହେବାରେ ଲାଗିଛି।
ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା ୨୦୨୧ ଡିସେମ୍ବର ମାସରେ ରିଲିଜ ହୋଇଥିଲା। ଏହି ଫିଲ୍ମ ଚାହିଦା ଏବେ ବି ରହିଥିବା ବେଳେ ନବଜାତକ ଶିଶୁର ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହି ଶିଶୁର ଆଖି ମଧ୍ୟ ଖୋଲି ନାହିଁ । କିନ୍ତୁ ପିଲାଟି ପୁଷ୍ପା ଷ୍ଟାଇଲରେ ବେକ ତଳେ ହାତ ବୁଲାଉଥିବା ଭିଡିଓରେ ଦେଖାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?