ତାଳଚେରରେ ବିଓଏମ୍‌ର ନୂତନ ଶାଖା

ଭୁବନେଶ୍ୱର,୨୦।୬: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ଆଉ ଏକ ନୂତନ ଶାଖା ନିକଟରେ ଅନୁଗୋଳ ଜିଲାର ତାଳଚେରସ୍ଥିତ ବାଇପାସ୍‌ ଛକଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ତାଳଚେର ଉପଜିଲାପାଳ ତଥା ଏସ୍‌ଡିଏମ୍‌ ବିଶ୍ୱରଞ୍ଜନ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଓଏମ୍‌ ଭୁବନେଶ୍ୱରର ସିପିସି କମର୍ସିଆଲ ମୁଖ୍ୟ ରବିଶଙ୍କର କୁମାରଙ୍କ ସମେତ ତାଳଚେର ଶାଖାର ଶାଖା ପ୍ରବନ୍ଧକ ରୁଦ୍ଧିସୁନ୍ଦର ନାୟକ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ସାରା ରାଜ୍ୟରେ ବିଓଏମ୍‌ର ଏହା ୪୫ ତମ ଶାଖା ହୋଇଥିବା ବେଳେ ଅନୁଗୋଳ ଜିଲାର ୨ୟ ଶାଖା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri