ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୬।୧୨:ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନୂତନ ଶାଖା (ଭଞ୍ଜନଗର ଶାଖା) ନିକଟରେ ଗଞ୍ଜାମ ଜିଲାର ଭଞ୍ଜନଗର ମେନ୍‌ ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶାଖାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଓଏମ୍‌ର ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ପ୍ରବନ୍ଧକ ଆଲୋକ କୁମାର ମିଶ୍ରା, ବ୍ରହ୍ମପୁର ଶାଖାର ଶାଖା ପ୍ରବନ୍ଧକ ସତ୍ୟଜିତ୍‌ ରାଉତ, ନୟାଗଡ଼ ଶାଖାର ଶାଖା ପ୍ରବନ୍ଧକ ପୂଜାଶ୍ରୀ ସାହୁ ଏବଂ ଭଞ୍ଜନଗର ଶାଖାର ଶାଖା ପ୍ରବନ୍ଧକ ବ୍ରଜବନ୍ଧୁ ସାହୁଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଉକ୍ତ ଶାଖା ବିଓଏମ୍‌ର ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍‌ କାରବାର ଏବଂ ଗ୍ରାହକଙ୍କ ଆବଶ୍ୟକତା ଉପରେ କାର୍ଯ୍ୟ କରିବ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବିଓଏମ୍‌ର ଏହା ୫୦ ତମ ଶାଖା ହୋଇଥିବାବେଳେ ଭଞ୍ଜନଗରରେ ପ୍ରଥମ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri