ଆଇଓବିର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି)ର ନୂତନ ଶାଖା (ନବରଙ୍ଗପୁର ଶାଖା) ନିକଟରେ ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର ରାମମନ୍ଦିର ନିକଟସ୍ଥ ଚାମୁରିଆଗୁଣ୍ଡା ରୋଡ୍‌ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ନବରଙ୍ଗପୁର ବିଡିଓ ସୁନିଲ ଖରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଇଓବି ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ମନିଷ କୁମାରଙ୍କ ସମେତ ନବରଙ୍ଗପୁର ଶାଖାର ଶାଖା ପ୍ରବନ୍ଧକ ସୁଜିତ କୁମାର ଭୋଇ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଆଇଓବି ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ମନିଷ କୁମାର କହିଛନ୍ତି, ସମାଜର ସମସ୍ତ ବର୍ଗଙ୍କ ପାଇଁ ଏହି ଶାଖା ଉତ୍ସଗିକୃତ ହୋଇଥିଲାବେଳେ ଗ୍ରାହକଙ୍କ ଆଧୁନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଇଓବିର ସଞ୍ଚୟ ଓ ଚଳନ୍ତି ଆକାଉଣ୍ଟଗୁଡିକୁ ଡିଜାଇନ୍‌ କରାଯାଇଛି। ଏପରିକି ଆଇଓବିର ଋଣ ସୁଧ ହାର ବଜାର୍‌ ତୁଳନାରେ ଯଥେଷ୍ଟ ପ୍ରତିଯୋଗିତାମୂଳକ ହୋଇଥିଲାବେଳେ ଋଣ ସୁବିଧା ସମାଜର ସମସ୍ତ ବର୍ଗଙ୍କ ପାଇଁ ଉପଲବ୍ଧ ବୋଲି ମନିଷ ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri