ପିଏନ୍‌ବିର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୦:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ର ନୂତନ ଶାଖା ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବିଭୁପ୍ରସାଦ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଏ. ଉଦୟ ଭାସ୍କର ରେଡ୍ଡି, ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ସମରେନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟର ମଣ୍ଡଳ ମୁଖ୍ୟ ଲକ୍ଷ୍ମୀକାନ୍ତ ମିଶ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଉକ୍ତ ଶାଖାଟି ପିଏନ୍‌ବି ଭୁବନେଶ୍ୱର ମଣ୍ଡଳର ୭୯ ତମ ଶାଖା ହୋଇଥିବାବେଳେ ରାଜ୍ୟରେ ଏହା ୩୪୩ ତମ ଶାଖା ବୋଲି ପିଏନ୍‌ବି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri