ଏସ୍‌ବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ନୂତନ ଶାଖା ନିକଟରେ ଖୋର୍ଦ୍ଧା ଜିଲା ନିକଟସ୍ଥ ବେଗୁନିଆ ବ୍ଲକ୍‌ର ଦେଉଳିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ବିଆଇର ମହାପ୍ରବନ୍ଧକ ପୁନମ୍ବଲମ୍‌ ଏମ୍‌, ଉପମହାପ୍ରବନ୍ଧକ ପ୍ରଶାନ୍ତ କୁମାର, କ୍ଷେତ୍ରୀୟ ପ୍ରବନ୍ଧକ ନରେନ୍ଦ୍ର କୁମାର ଜେନାଙ୍କ ସମେତ ନୂତନ ଶାଖାର ଶାଖା ପରିଚାଳକ ଅଭିଷେକ ବେହେରା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଏସ୍‌ବିଆଇ ଭୁବନେଶ୍ୱର ମଣ୍ତଳର ୮୯୮ ତମ ଶାଖା ନିକଟରେ ଉଦ୍‌ଘାାଟିତ ହୋଇଯାଇଛି। ଏପରିକି ରାଜ୍ୟରେ ଏସ୍‌ବିଆଇର ପ୍ରାୟ ୨୮୨୪ ଏଟିଏମ୍‌, ୫୮୫ଟି ସ୍ବୟଂକ୍ରିୟ ନଗଦ ଜମା ଓ ଉଠାଣ ମେଶିନ ଏବଂ ୬୩୦୦ରୁ ଊର୍ଦ୍ଧ୍ୱ ଗ୍ରାହକ ସେବା କେନ୍ଦ୍ର ଦ୍ୱାରା ବ୍ୟାଙ୍କିଙ୍ଗ୍‌ ସେବା ରାଜ୍ୟର ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri