ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଦୀପାବଳିକୁ ଅବିସ୍ମରଣୀୟ କରିବା ପାଇଁ ବ୍ରାଣ୍ଡ୍‌ ପକ୍ଷରୁ ବ୍ୟାପକ ପ୍ରୟାସ କରାଯାଇଛି। ସେହିଭଳି ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ କଳାକାର ପ୍ରକୃତି ମିଶ୍ରଙ୍କ ଅଭିନୀତ ବ୍ରାଣ୍ଡ୍‌ର ଏକ ନୂତନ ଟିଭି କମର୍ସିଆଲ (ଟିଭିସି)ର ବହୁଳ ପ୍ରସାରିତ ହୋଇଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଆମର ନୂତନ ଅଭିଯାନ ‘ରୌନକ ହୈ ତୁମ୍‌ସେ’କୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଅଭିଯାନ ଭାରତୀୟ ମହିଳାମାନଙ୍କର ସାମର୍ଥ୍ୟ, ମଜଭୁତପଣ ଏବଂ ଔଜଲ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରୁଛି।
ସେହିପରି ଚଳିତ ଦୀପାବଳିରେ ଖିମ୍‌ଜୀ ଜୁଏଲର୍ସ ସୁନାଗହଣା ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି, ହୀରା ଗହଣା ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତି, ରୁପା ଅଳଙ୍କାର ଉପରେ ଫ୍ଲାଟ୍‌ ୨୫% ଛାଡ଼ ଏବଂ ରୁପା ସାମଗ୍ରୀର ସର୍ବାଧିକ ଖୁଚୁରା ମୂଲ୍ୟ ଉପରେ ଫ୍ଲାଟ୍‌ ୧୫% ଛାଡ଼ କରାଯାଇଛି। ଏପରିକି ଅର୍ଦ୍ଧ ମୂଲ୍ୟବାନ୍‌ ବର୍ଗରେ ଏହି ବ୍ରାଣ୍ଡ୍‌ ଫ୍ୟାଶନ ଅଳଙ୍କାରର ସର୍ବାଧିକ ଖୁଚୁରା ମୂଲ୍ୟ ଉପରେ ଫ୍ଲାଟ୍‌ ୨୦% ଛାଡ଼ ଏବଂ ୧୮କେ ସିଜେଡ ଅଳଙ୍କାରର ସର୍ବାଧିକ ଖୁଚୁରା ମୂଲ୍ୟ ଉପରେ ଫ୍ଲାଟ ୧୦% ରିହାତି ପ୍ରଦାନ କରୁଛି। ବିଶେଷକରି ଲକ୍‌ଜୁରି ଘଡ଼ି ବର୍ଗରେ ବ୍ରାଣ୍ଡ୍‌ ଉକ୍ତ ସାମଗ୍ରୀଗୁଡିକ ଉପରେ ୭୦% ପର୍ଯ୍ୟନ୍ତ ଆକର୍ଷଣୀୟ ଅଫର ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri