ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୯ା୨: ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ନୋ କମ୍ପ୍ରମାଇଜ’(ସାଲିସ ବିହୀନ)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ପ୍ରତିଷ୍ଠାନର ସଦ୍ୟତମ ବ୍ରାଇଡାଲ ଜୁଏଲେରି କ୍ୟାମ୍ପେନିଂ ଆରମ୍ଭ ହୋଇଯାଇଛି। ଏକ ତାଜା ବ୍ରାଣ୍ଡ ପରିଚିତ ଏବଂ କାରିଗରିର ଏକ ଦୃଢ ପ୍ରତିବଦ୍ଧତାକୁ ନେଇ ଖିମ୍‌ଜୀ ଜୁଏଲର୍ସ ଏହି ଅଭିଯାନ ଆରମ୍ଭ କରିଛି, ଯାହା ଭାରତରେ ବ୍ରାଇଡାଲ (କନ୍ୟା ନିମନ୍ତେ ଉଦ୍ଦିଷ୍ଟ) ଜୁଏଲେରିର ରୂପ ରେଖକୁ (ସଂଜ୍ଞା) ପୁନଃ ନିର୍ଦ୍ଧାରଣ କରୁଛି।

ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମର ଐତିହ୍ୟ ପିଢି ପରେ ପିଢି ମାଷ୍ଟର କାରିଗର ଦ୍ୱାରା ନିମଜ୍ଜିତ ରହି ଆସିଛି,ଯେଉଁମାନେ କଳାର କାଳଜୟୀ ପିସ୍‌ଗୁଡିକ ସୃଷ୍ଟି କରିବାରେ ନିଜକୁ ଉତ୍ସର୍ଗ କରିଛନ୍ତି। ଆମ ବ୍ରାଣ୍ଡ୍‌ ଆମ ରିଟେଲ କ୍ଷେତ୍ରର ଅଭ୍ୟୁତ୍‌ଥାନ ଓ ପରିବର୍ଦ୍ଧନ କରୁଥିବାବେଳେ ଅତୁଳନୀୟ ଗୁଣ ମାନ ଯୋଗାଇଦେବାକୁ ଆମର ପ୍ରତିବଦ୍ଧତା ଅତୁଟ ରହିଛ। ଆମେ ବିବାହକାଳୀନ ଜୁଏଲେରି ସହିତ ଗଭୀର ଭାବ ପ୍ରବଣତାର ସମ୍ପର୍କକୁ ଭଲ ଭାବେ ବୁଝିଛୁ। ଆମର ଅଭିଯାନ ‘ସାଲିସବିହୀନ’କାରିଗରିର ଦୀର୍ଘସ୍ଥାୟୀ ପରମ୍ପରା ଏବଂ ବିବାହ ସହିତ ଜଡିତ ଆନନ୍ଦ ଓ ଗୌରବର ଆକାଂକ୍ଷିତ ମୁହୂର୍ତ୍ତଗୁଡିକୁ ପାଳନ କରୁଛି। ଚଳିତ ବର୍ଷର ବ୍ରାଇଡାଲ ସିଜନ ନିମନ୍ତେ ଆମର ସମ୍ଭାରଗୁଡିକ ମଧ୍ୟରେ ଓଜନଦାର ହାର ସେଟ୍‌, ଚୋକର, କୁନ୍ଦନ ଓ ଜଡାଉ କାମ, ଏନାମେଲ କାମର ଜୁଏଲେରି, କଡା ଏବଂ ଅନ୍ୟାନ୍ୟ ଅଳଙ୍କାର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?