ଏସ୍‌ବିଆଇର ନୂତନ ଅଭିଯାନ

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ( ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ସେଲ୍‌ଫ-ସବ୍‌ସ୍କ୍ରିପ୍‌ସନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗ୍ରାହକମାନଙ୍କୁ ଡିଜିଟାଲ କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲ କରିବା ଲାଗି ଏହି ନୂତନ ସୁବିଧା ବା ଅଭିଯାନର ଆରମ୍ଭ କରାଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା କହିଛନ୍ତି, ଏସ୍‌ବିଆଇର ଗ୍ରାହକମାନଙ୍କ ଲାଗି ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲହେବା ଲାଗି ସେଲ୍‌ଫ-ସବ୍‌ସ୍କ୍ରିପ୍‌ସନର ସୁବିଧା ବା ଅଭିଯାନର ଶୁଭାରମ୍ଭ କରାଯାଇଛି। ବ୍ୟାଙ୍କରେ ଉକ୍ତ ସୁୁବିଧା ଆରମ୍ଭ ହୋଇଥିବାରୁ ଗ୍ରାହକମାନେ ନିଜର ନିକଟସ୍ଥ ଶାଖା କିମ୍ବା ଗ୍ରାହକ ସେବା କେନ୍ଦ୍ର ପରିଦର୍ଶନ ନ କରି ନିଜ ସୁବିଧା ଅନୁଯାୟୀ ଉପରୋକ୍ତ ଯୋଜନାରେ ସାମିଲ ହୋଇପାରିବେ। ବିଶେଷକରି ଗ୍ରାହକମାନଙ୍କୁ ଜନ ସୁରକ୍ଷା ପୋର୍ଟାଲରେ ହିତାଧିକାରୀଙ୍କ ଆକାଉଣ୍ଟ ନମ୍ବର ଓ ଜନ୍ମ ତାରିଖ ଦାଖଲ ସହିତ ପ୍ରିମିୟମ୍‌ ପୈଠ କରିବା ପରେ ବୀମା ସାର୍ଟିଫିକେଟ୍‌ ତତ୍କାଳ ସୃଷ୍ଟି ହେବ। ସେହିଭଳି ପ୍ରଯୁକ୍ତି ଜରିଆରେ ସେବା ପ୍ରଦାନ କରି ଗ୍ରାହକଙ୍କୁ ସଶକ୍ତ କରିବା ଲାଗି ବ୍ୟାଙ୍କ କରୁଥିବା ଉଦ୍ୟମକୁ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏପରିକି ସମସ୍ତ ଯୋଗ୍ୟ ନାଗରିକଙ୍କୁ ପିଏମ୍‌ଜେଜେବିୱାଇ ଓ ପିଏମ୍‌ଏସ୍‌ବିୱାଇ ଯୋଜନାରେ ସାମିଲ କରାଇବା ଲାଗି ଭାରତ ସରକାରଙ୍କ ଉଦ୍ୟମକୁ ଏହି ସୁବିଧା ଆଗକୁ ବଢ଼ାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri