Posted inଜାତୀୟ

ଏବେ କ୍ୟାନସର ଭଲ କରିବ ଏହି ଔଷଧ

ନୂଆଦିଲ୍ଲୀ,୪।୮: ଏବେ କ୍ୟାନସର ଭଲ କରିବ ଏହି ଔଷଧ। ଏକ ନଅ ବର୍ଷର ଝିଅର ନାମରେ ପ୍ରସ୍ତୁତ ଏହି ଔଷଧରେ ଦୂରାରୋଗ ବ୍ୟାଧି କ୍ୟାନସରକୁ ଭଲ କରିହେବ। ଔଷଧର ନାମ ହେଉଛି ଏଓଏଚ୧୯୯୬। ଆମେରକିାରେ ଏହାର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ବେଜ୍ଞାନିକଙ୍କ ଅନୁଯାୟୀ, ଏହି ଔଷଧ ଶରୀରର ସୁସ୍ଥ କୋଷକୁ କ୍ଷତି ନ କରି କେବଳ କ୍ୟାନସର ଜନିତ ଟ୍ୟୁମରକୁ ନିପାତ କରିବ।

ସୂଚନାଯୋଗ୍ୟ, ୧୯୯୬ରେ ଜନ୍ମ ହୋଇଥିବା ଶିଶୁ କନ୍ୟା ଆନା ଅଲିଭିଆ ହେଲିଙ୍କ ଦ୍ୱାରା ଏହି ଔଷଧର ନାମ ଦିଆଯାଇଛି। ତାଙ୍କର ନ୍ୟୁରୋବ୍ଲାଷ୍ଟୋମା ନାମକ କ୍ୟାନସର ହୋଇଥିଲା। ଆନା ଏହି ରୋଗରେ ପୀଡିତ ହୋଇ ୨୦୦୬ରେ ମୃତ୍ୟୁ ବରଣ କରିଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଏଓଏଚ୧୯୯୬ ନାମ ରଖାଯାଇଛି ବୋଲି ବୈଜ୍ଞାନିକମାନେ କହିଛନ୍ତି। ବେଜ୍ଞାନିକମାନେ ଆଶା କରିଛନ୍ତି ଯେ, ଭବିଷ୍ୟତରେ ଏହି ଔଷଧ ଦ୍ୱାରା ଅଧିକ ପିଲାଙ୍କ ଜୀବନ ବଞ୍ଚାଇବା ହେବ। ନ୍ୟୁରୋବ୍ଲାଷ୍ଟୋମା କେବଳ ପିଲାଙ୍କଠାରେ ଦେଖାଯାଇଥାଏ। ଏହା ହେଉଛି ଆଡ୍ରେନାଲ ଗ୍ରନ୍ଥିର କ୍ୟାନସର, ଯାହା ପିଲାଙ୍କ ପେଟ, ଛାତି ଓ ଗଳାର ଅସ୍ଥିରେ ବିକଶିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri