Posted inଜାତୀୟ

ଦେଶରେ କରୋନା ଆତଙ୍କ, ୨୪ଘଣ୍ଟା ମଧ୍ୟରେ ୧୨ ,୧୯୩ଟି ନୂଆ ମାମଲା

ନୂଆଦିଲ୍ଲୀ, ୨୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ଭାରତରେ କରୋନାର ନୂଆ ମାମଲାଗୁଡ଼ିକର ଗ୍ରାଫ ଦିନକୁ ଦିନ ବଦଳୁଛି। ସଂକ୍ରମଣ ଦିନେ କମିଲେ ଦିନେ ବଢିବାରେ ଲାଗିଛି। ତେବେ ଶୁକ୍ରବାର ଦିନ କରୋନା ମାମଲା ୭ପ୍ରତିଶତ କମ୍‌ ରେକର୍ଡ କରାଯାଇଥିଲା। ଶନିବାର ଦେଶରେ ଦୈନିକ ସଂକ୍ରମଣ ମାମଲା ପୁଣି ବଢିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଶନିବାର ୧୨ହଜାର ୧୯୩ଟି ନୂଆ ମାମଲା ରେକର୍ଡ ହୋଇଛି। ଗୋଟିଏ ଦିନ ତଳେ ଏହା ୧୧ହଜାର ୬୯୨ ଥିଲା।
ଏଥି ସହିତି ସକ୍ରିୟ ମାମଲା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ କରୋନାର ସକ୍ରିୟ ମାମଲା ୬୭ହଜାର ୫୫୬ରେ ପହଞ୍ଚିଛି। ସେହିପରି ଗତ ୨୪ଘଣ୍ଟାରେ ୪୨ଜଣଙ୍କର ମୃତ୍ୟୁ ହୋଇଛି।

ସଂକ୍ରମଣ ଆରମ୍ଭଠାରୁ ଇତି ମଧ୍ୟରେ ମୋଟ ୪କୋଟି ୪୮ଲକ୍ଷ ୮୧ହଜାର ୮୭୭ କରୋନା ମାମଲା ରେକର୍ଡ କରାଯାଇଥିବା ବେଳେ ମୃତକଙ୍କ ସଂଖ୍ୟା ୫ଲକ୍ଷ ୩୧ହଜାର ୧୪୧ ବୃଦ୍ଧି ପାଇଛି। ତେବେ ଦେଶରେ କେରଳକୁ କରୋନା ଅଧିକ ପ୍ରଭାବିତ କରୁଛି। କେରଳରେ ୧୦ଜଣଙ୍କର ମୃତ୍ୟୁ କରୋନାରେ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?