Posted inଜାତୀୟ

ଅନିଲ ଚୌହାନ ହେବେ ନୂଆ ସିଡିଏସ୍‌

ନୂଆଦିଲ୍ଲୀ,୨୮।୯: ଦେଶର ନୂଆ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌)ଙ୍କ ନାଁ ବୁଧବାର ଘୋଷଣା କରାଯାଇଛି। ଲେଫ୍ଟନାଣ୍ଟ ଜେନେରାଲ ଅନିଲ ଚୌହାନଙ୍କୁ ଆଗାମୀ ସିିଡିଏସ୍‌ ପଦରେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସିଡିଏସ୍‌ ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ମଧ୍ୟ ସେ କାର୍ଯ୍ୟ କରିବେ। ଜେନେରାଲ ବିପିନ ସିଂଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲି ପଡିଥିଲା। ଦୀର୍ଘ ୯ ମାସ ପରେ ସରକାର ସେବାନିବୃତ ଅନିଲ ଚୌହାନଙ୍କୁ ଏହି ପଦବୀରେ ନିଯୁକ୍ତ କରିଛନ୍ତି। ୧୯୬୧ରେ ଜନ୍ମିତ ଅନିଲ ଗତବର୍ଷ ଅବସର ନେଇଥିଲେ। ସେ ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡର କମାଣ୍ଡିଂ ଇନ୍‌ ଚିଫ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲାପୋଲ ହଠାତ ଭୁଶୁଡି ପଡିନି, ୨ ବର୍ଷ ପୂର୍ବରୁ ମିଳିଥିଲା ସୂଚନା, ଚିଠିରୁ ପର୍ଦ୍ଦାଫାଶ୍‌…

ମୋରବି,୨।୧୧ : ମୋରବି ଝୁଲାପୋଲ ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ପୋଲ ହଠାତ ଭୁଶୁଡି ପଡିଥିବା ଭାବିବା ଭୁଲ। ଏହି ଯନ୍ତ୍ରଣାଦାୟକ ଦୁର୍ଘଟଣା...

ଭାଇଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରତିକ୍ରିୟା ରଖିଲେ ମାୟାବତୀ: ପ୍ରଥମେ ନିଜ ୨ହଜାର କୋଟିର ହିସାବ ଦେଉ ଭାଜପା

ଲକ୍ଷ୍ନୌ,୧୯।୭: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ସୁଶ୍ରୀ ମାୟାବତୀଙ୍କ ଭାଇ ତଥା ଦଳର ଉପାଧ୍ୟକ୍ଷ ଆନନ୍ଦ କୁମାରଙ୍କ ଘରେ ଆୟକର ବିଭାଗର ଚଢ଼ାଉ। ଗୁରୁବାର ଆନନ୍ଦ...

ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ଉଲଗ୍ନ କରି ଜୋତାରେ ପିଟିବାକୁ ଧମକ ଦେଲେ ଭାଜପା ନେତା

କୋଲକତା,୭।୯: ପଶ୍ଚିମବଙ୍ଗରେ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ପଶ୍ଚିମବଙ୍ଗ ଭାଜପା ଅଧ୍ୟକ୍ଷ ଏକ ବିବାଦୀୟ...

ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟ ଆପତ୍ତିଜନକ ପୋଷ୍ଟ୍‌ କଲେ ଦାୟୀ ନୁହନ୍ତି ଆଡମିନିଷ୍ଟ୍ରେଟର, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟଙ୍କ ଦ୍ୱାରା କରାଯାଉଥିବା ଆପତ୍ତିଜନକ ପୋଷ୍ଟ୍‌ ପାଇଁ ଆଡମିନିଷ୍ଟ୍ରେଟର ଦାୟୀ ହେବେ ନାହିଁ। ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର...

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ...

ପୈତୃକ ଗ୍ରାମରେ ପହଞ୍ଚିଲା ମୁଲାୟମଙ୍କ ପାର୍ଥିବ ଶରୀର: ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବଙ୍କ ସୋମବାର ସକାଳେ ପରଲୋକ ଘଟିଛି। ଅପରାହ୍ନରେ ତାଙ୍କର ପାର୍ଥିବ ଶରୀର...

କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି...

୪ ଦିନ ମଧ୍ୟରେ ତୃତୀୟ ଅନୁପ୍ରବେଶ ଉଦ୍ୟମ ପଣ୍ଡ…

ଶ୍ରୀନଗର, ୨୫।୮ : ଜମ୍ମୁ-କଶ୍ମୀରରେ ଭାରତୀୟ ସେନା ଆତଙ୍କବାଦୀଙ୍କର ଆଉ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି। ସୀମା ଆରପାରିକୁ ଆସିଥିବା ଆତଙ୍କବାଦୀମାନଙ୍କୁ ଅଖନୁର ସେକ୍ଟରରୁ...

Advertisement
Archives

Model This Week