Posted inଜାତୀୟ

ୟୁପିକୁ କପି କରିପାରେ କଂଗ୍ରେସ, ଜାତିଗତ ସନ୍ତୁଳନରେ ହୋଇପାରେ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ଚୟନ

ଚଣ୍ଡିଗଡ଼,୧୯ ।୯: ଆସନ୍ତା ୨୦୨୨ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ତେଣୁ ଏବେଠାରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଆମ ଆଦମୀ ପାର୍ଟି ପଞ୍ଜାବରେ ଶିଖ ମୁଖ୍ୟମନ୍ତ୍ରୀ ଚେହେରା ଦେଖିବାକୁ ଚାହିଁଥିବା ବେଳେ ଭାରତୀୟ ଜନତା ପାର୍ଟି ଦଳିତ ଚେହେରାକୁ ମୁଖ୍ୟମନ୍ତ୍ରୀ କରିବାକୁ କଥା ଦେଇଛି । ସେହିପରି ଅକାଳି ଦଳ ଦଳିତ ଚେହେରାକୁ ଉପ ମୁଖ୍ୟମନ୍ତ୍ରୀ କରିବ ବୋଲି କହିଛି । ଏହାକୁ ଦେଖି ଏବେ କଂଗ୍ରେସ ଜାତୀୟ ସନ୍ତୁଳନ ରକ୍ଷାକରି ମୁଖ୍ୟମନ୍ତ୍ରୀ ବାଛିବ ବୋଲି କୁହାଯାଉଛି । ଆଲୋଚନା ହେଉଛି କି କଂଗ୍ରେସରେ ମୁଖ୍ୟମନ୍ତ୍ରୀ ଯଦି ହିନ୍ଦୁ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ଶିଖ ହେବେ । ଯଦି ମୁଖ୍ୟମନ୍ତ୍ରୀ ଶିଖ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ହିନ୍ଦୁ ହେବେ । ରବିବାର ସକାଳ ସୁଦ୍ଧା ଏହା ଜଣାପଡିଯିବ । କିଏ ଧରିବ ପଞ୍ଜାବର ଶାସନ ଡୋର ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri