Posted inଜାତୀୟ

ବିଧାୟକ ଦଳ ବୈଠକରେ ବସିଥିଲେ ପଛରେ, ନିଜ ନାଁ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ ମୋହନ ଯାଦବ

ଭୋପାଳ,୧୧।୧୨: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ସସ୍‌ପେନ୍ସ ଶେଷ ହୋଇଛି। ସୋମବାର ଭୋପାଳରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ମୋହନ ଯାଦବଙ୍କ ନାମ ଘୋଷଣା କରାଯାଇଛି। ଏହି ବୈଠକରେ ମୋହନ  ବହୁ ଦୂରରେ ବସିଥିଲେ ଏବଂ ତାଙ୍କ ନାମ ଘୋଷଣା ହେବା ମାତ୍ରେ ସେ ନିଜେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ନିଜେ ଏହା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ମୋହନ  କହିଛନ୍ତି, କେବଳ ଭାଜପା ହିଁ ଜଣେ ଛୋଟ ଶ୍ରମିକଙ୍କୁ ଏତେ ବଡ ଦାୟିତ୍ୱ ଦେଇଥାଏ। ଏହି ନୂତନ ଦାୟିତ୍ୱ ପାଇଁ ମୁଁ କୃତଜ୍ଞତା ଜଣାଉଛି। ନିଶ୍ଚିତ ଭାବରେ ଏହି ବିକାଶର କାରଭାନକୁ ଆଗକୁ ବଢାଇବୁ। ଏଥିସହ ମୋହନ  ରାଜ ଭବନରେ ରାଜ୍ୟପାଳ ମଙ୍ଗୁଭାଇ ସି ପଟେଲଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?