ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୧୦।୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ଭାଲେଣ୍ଟାଇନ୍‌ ଡେ ଜୁଏଲେରି କଲେକ୍ସନ’କୁ ନିକଟରେ ଶୁଭାରମ୍ଭ କରାଯାଇଛି। ଏପରିକି ସମଗ୍ର ବିଶ୍ୱରେ ଭାଲେଣ୍ଟାଇନ୍‌ ଡେର ପ୍ରକୃତ ଭାବନାକୁ ସାଥୀଙ୍କ ସହ ପାଳନ କରିବା ପାଇଁ ଏହି ସ୍ବତନ୍ତ୍ର କଲେକ୍ସନର ଡିଜାଇନ ପ୍ରସ୍ତୁତ କରାଯାଇଛି। ବିଶେଷକରି ୧୪ କ୍ୟାରେଟ୍‌ ହଳଦିଆ ସୁନା (ୟେଲୋ ଗୋଲ୍ଡ), ଗୋଲାପୀ ସୁନା (ରୋଜ୍‌ ଗୋଲ୍ଡ) ଏବଂ ହୀରା (ଡାଇମଣ୍ଡ) ଆଦିରେ ନିର୍ମିତ ତଥା ଆକର୍ଷଣୀୟ ଡିଜାଇନର ମୁଦି, କପଲ ବ୍ୟାଣ୍ଡ ଓ ପେଡାଣ୍ଟର ଏକ ସ୍ବତନ୍ତ୍ର କଲେକ୍ସନକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ କଲେକ୍ସନ ଦମ୍ପତିଙ୍କ ମଧ୍ୟରେ ପ୍ରେମର ଭାବନାକୁ ନିରନ୍ତର ସ୍ମରଣ କରାଇଥାଏ। ଉକ୍ତ କଳେକ୍ସନରେ ରିଲାଏନ୍ସ ଜୁଏଲ୍ସ ଭିନ୍ନ ଭିନ୍ନ ଡିଜାଇନ୍‌ ତଥା ଦୈନନ୍ଦିନ ପରିପାଟି (ଲୁକ)କୁ ଉକ୍ତ ଡିଜାଇନ ବେଶ ଉନ୍ନତ କରିବା ପାଇଁ ଏହି ଡିଜାଇନ ଷ୍ଟାଇଲ ଓ ଆରାମକୁ ପ୍ରତିଫଳିତ କରିଥାଏ। ସେହିଭଳି ମହିଳାମାନଙ୍କ ଯାତ୍ରାପଥରେ ଉଜ୍ଜ୍ୱଳତା ଓ ସୌନ୍ଦର୍ଯ୍ୟର ଭାବନାକୁ ଗ୍ରହଣ କରିବା ପାଇଁ ଉକ୍ତ କଲେକ୍ସନକୁ ଅତ୍ୟନ୍ତ ଯତ୍ନର ସହ ପ୍ରସ୍ତୁତ କରାଯାଇଛି, ଯାହା ଦ୍ୱାରା ବିଭିନ୍ନ ବର୍ଗର ମହିଳାଙ୍କ କଠିନ ପରିଶ୍ରମକୁ ଉକ୍ତ ସଂଗ୍ରହ ମାଧ୍ୟମରେ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ସାହସିକଠାରୁ ଆରମ୍ଭକରି ଅତ୍ୟାଧୁନିକ ଏବଂ ଜଟିଳ ଭାବେ ଡିଜାଇନ୍‌ କରାଯାଇଥିବା ପିସ୍‌ ଗୁଡ଼ିକକୁ ମଧ୍ୟ ମହିଳାମାନେ ସେମାନଙ୍କ ସାଥୀଙ୍କ ପାଇଁ ଶକ୍ତିଶାଳୀ ହେବାର ଏକ ନୂତନ ଦୃଷ୍ଟିକୋଣ ସହିତ ସମ୍ପର୍କର ଦୃଢ଼ତାକୁ ପ୍ରତିଫଳିତ କରିଥାଏ। ସେହିପରି ରିଲାଏନ୍ସ ଜୁଏଲ୍ସର ନୂତନ କ୍ୟାମ୍ପେନିଂ ମାଇଁ ଷ୍ଟ୍ରଙ୍ଗର ହାଫ୍‌ ସହିତ ଏହି ସଂଗ୍ରହ ସଂଯୁକ୍ତ ରହିଛି, ଯେଉଁଠାରେ ଜୀବନର ସମସ୍ତ ଉତ୍‌ଥାନ-ପତନରେ ପୁରୁଷମାନଙ୍କୁ ଉତ୍ସାହିତ ଓ ସମର୍ଥନ କରିବା ସହିତ ମହିଳାମାନେ ଜୀବନର ଯାତ୍ରାକୁ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri