୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ ସେଠ ଏହା ପୂର୍ବରୁ ଝାରସୁଗୁଡା ସ୍ଥିତ ଦ୍ୱିତୀୟ ବାଟାଲିୟନ ଓଏସ୍‌ଏପି (ଏପିଟିସି)ରେ କାର୍ଯ୍ୟରତ ଥିଲେ । ସୂଚନା ଥାଉ କି ଭବାନୀ ସେଠ ଦେବଗଡ ଜିଲାରେ ମାଓବାଦୀ ଗତିବିଧି ଚରମ ସୀମାରେ ଥିବା ସମୟରେ ପର୍ବରୁ ଦେବଗଡ ଜିଲାରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ ସଫଳତାର ସହିତ ଦାୟିତ୍ୱ ତୁଲାଇଥିଲେ । ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ତାଙ୍କର ଯୋଗଦାନ ପରେ ଆଇଆର୍‌ବି ଯବାନ ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରଲକ୍ଷିତ ହୋଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?