ଭୁବନେଶ୍ୱର,୨୦।୫: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକ ଅଭିନବ ସେବା ‘ମିସ୍ଡ କଲ୍ରେ ନୂତନ ବିଦ୍ୟୁତ୍ ସଂଯୋଗ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଦିଆଯାଇଥିବା ଦେୟମୁକ୍ତ ନମ୍ବର ୧୮୦୦-୩୪୫-୭୧୨୨,୧୯୧୨ରେ କଲ୍ କରିପାରିବେ କିମ୍ବା ୮୦୯୩୦୦୯୯୯୦ରେ ମିସ୍ଡ କଲ୍ ନଚେତ୍ ୮୦୯୩୦୦୯୯୯୦କୁ ମେସେଜ୍ ପଠାଇପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ବିଶେଷକରି ସ୍ବଚ୍ଛତାରେ ଉନ୍ନତି ଆଣିବା ଓ ଗ୍ରାହକଙ୍କ ସୁବିଧାକୁ ନିଶ୍ଚିତ କରିବା ଲାଗି କମ୍ପାନୀ ଏଭଳି ଏକ ସେବାର ଶୁଭାରମ୍ଭ କରିଛି। ଏହାକୁ ହାସଲ କରିବା ଲାଗି ଗ୍ରାହକଙ୍କୁ କେତେକ ସରଳ ପଦ୍ଧତି ଅବଲମ୍ବନ କରିବାକୁ ହେବ। ଏ ସମ୍ପର୍କରେ ଟିପିସିଓଡିଏଲ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍.ସେନ୍ବାଗମ କହିଛନ୍ତି, ଆମେ ସର୍ବଦା ଗ୍ରାହକଙ୍କ ସୁବିଧାକୁ ଅଗ୍ରାଧିକାର ଦେଉଛି ଏବଂ ସହଜ ସୋପାନକୁ ଅନୁସରଣ କରି ସ୍ବଚ୍ଛତାକୁ ସୁଦୃଢ଼ କରୁଛୁ। ଏପରିକି ଆମ ସହିତ ଯୋଡ଼ି ହେବା ପ୍ରକ୍ରିୟାକୁ ମଧ୍ୟ ଗ୍ରାହକମାନଙ୍କ ନିମନ୍ତେ ସହଜ ଓ ଅଧିକ ସ୍ବଚ୍ଛ କରିବା ଲାଗି ଏଭଳି ଏକ ପ୍ରକ୍ରିୟାକୁ ସରଳ ଭାବେ ପ୍ରସ୍ତୁତ କରାଯାଇଛି। ସେହିଭଳି ଗ୍ରାହକମାନଙ୍କୁ ଶ୍ରେଷ୍ଠ ସମ୍ଭବ ଅନୁଭବ ପ୍ରଦାନ କରିବା ଲାଗି ଆମେ ପ୍ରତିବଦ୍ଧ ରହିଛୁ ଏବଂ ଏହି ନୂଆ ପ୍ରକ୍ରିୟା ମଧ୍ୟସ୍ଥଙ୍କ ଆବଶ୍ୟକତା ଦୂରକରିବ ଓ ଆମ ସହ ସିଧାସଳଖ ଗ୍ରାହକମାନେ ଯୋଡ଼ି ହୋଇପାରିବ ବୋଲି ସେନ୍ବାଗମ ମତପ୍ରକାଶ କରିଛନ୍ତି।
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…
ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…
ଅବସରକୁ ନେଇ ମୁହଁ ଖୋଲିଲେ ଶାମି
ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…
ଭାଜପାରେ ଯୋଗଦେଲେ ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍
ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍…
Archives

