ଖସୁଛି ସଂକ୍ରମଣ: ଆଜି ୧୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୬ ହଜାର୨୪୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୧୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୭, ବରଗଡ଼ରୁ ୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୯, ବୌଦ୍ଧରୁ ୧, କଟକରୁ ୨, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩ , କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୧୬, କୋରାପୁଟରୁ ୨ , ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୧୪, ନୂଆପଡ଼ାରୁ ୧, ପୁରୀରୁ ୨, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ରୁ ୧୨ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?