ବେକାବୁ ସ୍ଥିତିରେ କରୋନା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୨୭ ମୃତ

ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୧୪,୪୩୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୯୨୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୧୪ଲକ୍ଷ ୯୧ ହଜାର ୫୯୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୭୬ଲକ୍ଷ ୧୨ ହଜାର ୩୫୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯ ଲକ୍ଷ ୫୧ହଜାର ୭୩୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୪ ହଜାର ୦୮୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri