CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୪୮ ଆକ୍ରାନ୍ତ; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ଆଉ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୧୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୫ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧,୩୫,୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨,୩୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧,୦୨୧୮୫ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri