CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୪୮ ଆକ୍ରାନ୍ତ; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ଆଉ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୧୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୫ ଜଣ ରହିଛନ୍ତି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧,୩୫,୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨,୩୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧,୦୨୧୮୫ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରୁ ବର୍ତ୍ତିଲା ଦୁରନ୍ତ ଏକ୍ସପ୍ରେସ

ରୂପସା,୨୨।୧୧(ଡି.ଏନ୍‌.ଏ.): ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳଜଙ୍କଶନରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଅପ୍‌ଲାଇନ୍‌ରେ ଯାଉଥିବା ହାଓ୍ବଡା-ଯଶବନ୍ତପୁର ଦୂରନ୍ତ ଏକ୍ସପ୍ରେସ...

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ...

ନୂଆପଡ଼ାରେ ବାଘ ଆତଙ୍କ

ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ,...

ଯୁବକଙ୍କ ଉନ୍ମତକାଣ୍ଡ: ପେଟ୍ରୋଲ ବୋମା ଫିଙ୍ଗି ଜାଳିଦେଲେ ହାଇୱା

ଆଳି, ୧୩।୬(ଡି.ଏନ୍‌.ଏ.): ଆଳି ଦେମାଳ ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି l ଭୋର ୫ଟାରେ ଯୁବକ ଜଣକ ପେଟ୍ରୋଲ ବୋମା ଫିଙ୍ଗି...

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ...

‘ଟିକା ନ ନେଲେ ଭୁଲିଯାଅ ଦରମା ’

କଟକ, ୫ା୨- ପଞ୍ଜୀକରଣ କରି ଟିକା ନ ନେଲେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଦରମା ମିଳିବ ନାହିଁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି କଟକ...

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଫେରିବାଲା

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନରେ ଟ୍ରେନ୍‌କୁ ଚଢୁଥିବା ସମୟରେ ଜଣେ ଫେରିବାଲା ଖସିପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ କଟିଯାଇଛି। ସେ ହେଲେ...

Advertisement
Archives

Model This Week