ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୩, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ଅନୁଗୋଳ, ଖୋର୍ଦ୍ଧା, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri