ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୩, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ଅନୁଗୋଳ, ଖୋର୍ଦ୍ଧା, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏଲ୍‌ୟୁଓରେ ଆରମ୍ଭ ହେବ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ

କଟକ ଅଫିସ, ୭।୮: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶା (ଏନ୍‌ଏଲ୍‌ୟୁଓ) ପକ୍ଷରୁ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ ପାଠ୍ୟକ୍ରମ ୨୦୨୨-୨୩ ଶିକ୍ଷାବର୍ଷରୁ ଆରମ୍ଭ ହେବାକୁ ଯାଉଛି। ଏହି...

୧୫ ବଛର ହେଲା ମାନସିକ୍‌ ରୋଗ୍‌ରେ ପୀଡ଼ିତ:ବଁଦୀ ଜୀବନ୍‌ ବିତଉଛନ୍‌ ସୁଭଦ୍ରା

ସିନାପାଲି, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡ଼ା ପଁଚେତ୍‌ କୋକପଦର ଗଁାର ନୀଳକଣ୍ଠ ହରିଜନକଁର ଝି’ ସୁଭଦ୍ରା ହରିଜନ(୩୫)। ଆଏଜ୍‌କେ ୧୫ ବଛର...

ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ...

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ...

ପୋଲିଂ, ପ୍ରାର୍ଥୀଙ୍କ ଏଜେଣ୍ଟମାନଙ୍କ ଲାଗି କଟକଣା କୋହଳ ହେଉ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଆଦୌ ସ୍ପଷ୍ଟ ନୁହେଁ। ଶାସକ ଦଳ ଏବଂ ସେମାନଙ୍କ କର୍ମୀଙ୍କୁ ସୁହାଇଲା ଭଳି...

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ...

ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଆସିଲେ ହେବ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଯେଉଁମାନେ ଆସିବେ ସେମାନଙ୍କ ଆର୍‌ଟିପିସିଆର ଟେଷ୍ଟ ହେବ। ଯେଉଁମାନେ ପଜିଟିଭ୍‌ ବାହାରିବେ ସେମାନଙ୍କର ଚିକିତ୍ସା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ...

ରାଜଧାନୀରେ ସ୍ଥାପନ ହେଲା ୪ଇଭି ଚାର୍ଜିଂ ପଏଣ୍ଟ

ଭୁବନେଶ୍ୱର, ୨।୩(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱରରେ ବୈଦ୍ୟୁତିକ ଯାନ (ଇଭି) ଚାର୍ଜିଂ ପଏଣ୍ଟ ସ୍ଥାପନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭ଟି ଇଭି ଚାର୍ଜିଂ ପଏଣ୍ଟ ସ୍ଥାପନ...

Advertisement
Archives

Model This Week