ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି କଟକ ଓ ଗଞ୍ଜାମରୁ ୨ ଜଣ ଲେଖାଏ ରହିଥିବା ବେଳେ କେନ୍ଦୁଝର, ଖୋର୍ଦ୍ଧା ଏବଂ ପୁରୀରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri