ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍‌ , ୬ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୮୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୪୧ ଜଣ ଥିବାବେଳେ ବାଲେଶ୍ୱରରୁ ୧୯, ବରଗଡ଼ରୁ ୩୦ , ଭଦ୍ରକରୁ ୨, ବଲାଙ୍ଗୀରର ୁ ୭, ବୌଦ୍ଧରୁ ୩, କଟକରୁ ୩୫ , ଦେବଗଡ଼ରୁ ୩, ଢେଙ୍କାନାଳରୁ ୩ ଓ ଗଞ୍ଜାମରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୯, ଯାଜପୁରରୁ ୭ , ଝାରସୁଗୁଡ଼ାରୁ ୧୬, କଳାହାଣ୍ଡିରୁ ୨୮, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୧୭, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୫୧, କୋରାପୁଟରୁ ୧୦, ମାଲକାନଗିରିରୁ ୮, ମୟୂରଭଞ୍ଜରୁ ୩୬ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୬ , ନୟାଗଡ଼ରୁ ୪, ନୂଆପଡ଼ାରୁ ୧୪, ପୁରୀରୁ ୩୧, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୪, ସୁନ୍ଦରଗଡ଼ରୁ ୩୧ ଓ ଷ୍ଟେଟ ପୋଲରୁ ୧୧ ଜଣ ରହିଛନ୍ତି।
ସେହପରି ରାଜ୍ୟରେ ବୁଧବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ ଜଣ ରହିଥିବା ବେଳେ, ବାଲେଶ୍ୱର, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ମୟୂରଭଞ୍ଜରୁ ଜଣ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ସୁସ୍ଥ ହେଲେ ୫ କରୋନା ପଜିଟିଭ

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ଶନିବାର ୫ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବାଲେଶ୍ୱରର ହୋଇଥିବାବେଳେ ଜଣେ ଯାଜପୁରର ବୋଲି ରାଜ୍ୟ ସ୍ବାସ୍ଥ୍ୟ...

ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର...

ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଡକାୟତି, ଲୁଟ୍‌ ଘଟଣାରେ ୭ ଗିରଫ

ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ...

ପ୍ରାୟ ୪୬ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଭ୍ୟାକ୍ସିନ: ୩୪ ଜଣ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୫ ।୨: କରୋନା ମହାମାରୀକୁ ଦୂରେଇବା ଲାଗି ଟିକାକରଣ ପ୍ରକ୍ରିୟା ପାଖାପାଖି ୨୦ ଦିନ ହେବ ଲାଗି ରହିଛି । ମିଳିଥିବା ସରକାରୀ ସୂଚନା ଅନୁଯାୟୀ...

ଚାପିଦେଲେ ନା ଭୁଲିଗଲେ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ରୋକିବା ସହ ଜଙ୍ଗଲ ସୁରକ୍ଷା ଓ ଅପରାଧୀ ଦମନ ପାଇଁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଢାଞ୍ଚାରେ ସ୍ପେଶାଲ...

ସନ୍ଧ୍ୟାରେ ଶ୍ରୀମନ୍ଦିର ନିଷ୍ପତ୍ତି

ପୁରୀ ଅଫିସ, ୭।୧: ରାଜ୍ୟରେ ଦିନକୁ ଦିନ କୋଭିଡ ପଜିଟିଭ୍‌ ବଢିଚାଲିଛି। ତେବେ ରାଜ୍ୟରେ ଶୁକ୍ରବାର ଠାରୁ କୋଭିଡ୍‌ କଟକଣା ଲାଗୁ କରାଯାଇଛି। ରାତି ୯ରୁ...

Advertisement
Archives

Model This Week