CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୮ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୨୨ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ୧୪୧, ବାଲେଶ୍ୱର ୮୪, ବରଗଡ଼ ୪୯, ଭଦ୍ରକ ୨୪, ବଲାଙ୍ଗୀର ୪୪, ବୌଦ୍ଧ ୧୨, କଟକ ୧୦୬, ଦେଓଗଡ଼ ୧୧, ଢେଙ୍କାନାଳ ୨୫, ଗଜପତି ୬, ଗଞ୍ଜାମ ୨୦, ଜଗତସିଂହପୁର ୭୨, ଯାଜପୁର ୫୬, ଝାରସୁଗୁଡ଼ା ୫୦, କଳାହାଣ୍ଡି ୨୪, କନ୍ଧମାଳ ୭, କେନ୍ଦ୍ରାପଡ଼ା ୫୧, କେନ୍ଦୁଝର ୮୭, ଖୋର୍ଦ୍ଧା ୧୧୦, କୋରାପୁଟ ୩୯, ମାଲକାନଗିରି ୨୩, ମୟୂରଭଞ୍ଜ ୧୧୩, ନବରଙ୍ଗପୁର ୪୦, ନୟାଗଡ଼ ୨୮, ନୂଆପଡ଼ା ୪୪, ପୁରୀ ୪୭, ରାୟଗଡ଼ା ୮, ସମ୍ବଲପୁର ୨୯, ସୋନପୁର ୧୪, ସୁନ୍ଦରଗଡ଼ ୯୦, ଷ୍ଟେଟ ପୁଲରୁ ୨୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୮୨୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୨୮୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri