CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୮ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୨୨ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ୧୪୧, ବାଲେଶ୍ୱର ୮୪, ବରଗଡ଼ ୪୯, ଭଦ୍ରକ ୨୪, ବଲାଙ୍ଗୀର ୪୪, ବୌଦ୍ଧ ୧୨, କଟକ ୧୦୬, ଦେଓଗଡ଼ ୧୧, ଢେଙ୍କାନାଳ ୨୫, ଗଜପତି ୬, ଗଞ୍ଜାମ ୨୦, ଜଗତସିଂହପୁର ୭୨, ଯାଜପୁର ୫୬, ଝାରସୁଗୁଡ଼ା ୫୦, କଳାହାଣ୍ଡି ୨୪, କନ୍ଧମାଳ ୭, କେନ୍ଦ୍ରାପଡ଼ା ୫୧, କେନ୍ଦୁଝର ୮୭, ଖୋର୍ଦ୍ଧା ୧୧୦, କୋରାପୁଟ ୩୯, ମାଲକାନଗିରି ୨୩, ମୟୂରଭଞ୍ଜ ୧୧୩, ନବରଙ୍ଗପୁର ୪୦, ନୟାଗଡ଼ ୨୮, ନୂଆପଡ଼ା ୪୪, ପୁରୀ ୪୭, ରାୟଗଡ଼ା ୮, ସମ୍ବଲପୁର ୨୯, ସୋନପୁର ୧୪, ସୁନ୍ଦରଗଡ଼ ୯୦, ଷ୍ଟେଟ ପୁଲରୁ ୨୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୮୨୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୨୮୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗଦ୍ୱାର ବିଶୋଧନ ପ୍ରତି ନଜର ନାହିଁ

ପୁରୀ ଅଫିସ,୧୫ା୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୋଧିକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ପୁରୀ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର,...

ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ

ଛତ୍ରପୁର,୨୫ା୩(ଡି.ଏନ୍‌.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର...

ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ...

ରାହାଡ଼ପୁର ପାହାଡ଼ ନିକଟରେ ଧାରଣା

ଯାଜପୁର ଅଫିସ/କବାଟବନ୍ଧ, (ଡି.ଏନ.ଏ.)୩।୫ : ପ୍ରଶାସନିକ ଅଧିକାରୀ ଓ ଖଣି ବ୍ୟବସାୟୀଙ୍କ ମଧୁଚନ୍ଦ୍ରିକା ବନ୍ଦ କର। କେତେ ଟଙ୍କା ଲାଞ୍ଚ ନେଇ ମୁହଁ ବନ୍ଦ କରିଛ।...

ବର୍ଷା ପରେ ଥରାଇବ ଶୀତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ...

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଖୁବଶିଘ୍ର ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ଏ ନେଇ ସୋମବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ସତ୍ୟନଗର ଶ୍ମଶାନ ଉପରେ...

ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି...

ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ...

Advertisement
Archives

Model This Week